Home Bibles ☰ Books ପ୍ରଥମ ବଂଶାବଳୀ 1:19 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 1:19 · ଓଡ଼ିଆ ବାଇବେଲ

ଏବରର ଦୁଇ ପୁତ୍ର ଥିଲେ। ଜଣକର ନାମ ଥିଲା ପଲେଗ୍ ; କାରଣ ତାହାର ଜନ୍ମ ସମୟରେ ପୃଥିବୀର ଲୋକମାନଙ୍କ ମଧିଅରେ ଭାଷାର ପ୍ରଭଦେ ଜନ୍ମିତ ଥିଲା। ୟକ୍ତନ୍ ପଲେଗ୍ଙ୍କର ଭ୍ରାତା ଥିଲେ।

Cross references

ଆଦି ପୁସ୍ତକ 10:21

ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।

ଆଦି ପୁସ୍ତକ 10:25

ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।

ଆଦି ପୁସ୍ତକ 11:16

ଏବରକୁ 34 ବର୍ଷପରେ ତାଙ୍କର ଏକ ପୁତ୍ର ଜନ୍ମିଲା ଯାହାର ନାମ ପଲଗେ।

ଗଣନା ପୁସ୍ତକ 24:24

ମାତ୍ର କୀତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସମାନେେ ଅଶୂରକୁ ଓ ଏବରକୁ ପରାସ୍ତ କରିବେ। କିନ୍ତୁ ଏହି ଜାହାଜଗୁଡିକ ମଧ୍ଯ ଧ୍ବଂସ ହବେେ।

Interlinear

Choose Theme