Home Bibles ପ୍ରଥମ ବଂଶାବଳୀ 1:33 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 1:33 · ଓଡ଼ିଆ ବାଇବେଲ

ମିଦିଯନର ପୁତ୍ରଗଣ ଥିଲେ : ଐଫା, ଏଫର, ହନୋକ, ଅବୀଦ, ଇଲଦୀଯ। ଏହି ସମସ୍ତ ବ୍ଯକ୍ତିମାନେ କଟୁରାର ବଂଶଧର ଥିଲେ।

Cross references

ଯିଶାଇୟ 60:6

ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

Interlinear

Choose Theme