Home Bibles ☰ Books ପ୍ରଥମ ବଂଶାବଳୀ 1:45 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 1:45 · ଓଡ଼ିଆ ବାଇବେଲ

ୟୋବବ୍ଙ୍କ ମୃତ୍ଯୁ ପରେ ବଦୋଦ୍ଙ୍କର ପୁତ୍ର ନୂତନ ରାଜା ହେଲେ। ହୂଶମ୍ ତମାନେୀଯମାନଙ୍କର ଦେଶରୁ ଆସିଥିଲେ।

Cross references

ଆଦି ପୁସ୍ତକ 36:11

ଇଲୀଫସର ପାଞ୍ଚ ପୁତ୍ର ଥିଲେ, ତୈମନ୍, ଓମାର, ସଫୋ, ଗଯିତମ୍ ଓ କନସ୍।

ଆୟୁବ ପୁସ୍ତକ 2:11

ଆୟୁବର ତିନି ଜଣ ବନ୍ଧୁ ଥିଲେ। ସମାନେେ ହେଲେ ତୈମନୀଯ, ଇଲୀଫସ୍, ଶୂହୀଯ ବିଲ୍ଦଦ୍ ଓ ନାମାଥୀଯ ସୋଫର। ଏହି ତିନି ବନ୍ଧୁ ଆୟୁବ ଉପରେ ପଡ଼ିଥିବା ସମସ୍ତ ବିପଦ କଥା ଶୁଣିଲେ। ସହେି ତିନି ବନ୍ଧୁ ନିଜର ଘର ଛାଡ଼ିଲେ ଏବଂ ଏକତ୍ରୀତ ହେଲେ। ସମାନେେ ତା'ର ଦୁଃଖ ସମୟରେ ଆୟୁବକୁ ସାନ୍ତ୍ବନା ତଥା ସମବଦନୋ ଜଣାଇବାକୁ ମନସ୍ଥ କଲେ।

Interlinear

Choose Theme