ପଲେଷ୍ଟୀୟ ଲୋକମାନେ ଇଶ୍ରାୟେଲ ଲୋକମାନଙ୍କର ବିରୁଦ୍ଧ ରେ ୟୁଦ୍ଧ କଲେ। ଇଶ୍ରାୟେଲ ଲୋକମାନେ ପଲେଷ୍ଟୀୟମାନଙ୍କ ନିକଟରୁ ପଳାଯନ କଲେ। ଅନକେ ଇଶ୍ରାୟେଲୀୟ ଲୋକ ଗିଲ୍ବୋଯ ପର୍ବତ ଉପରେ ନିହତ ହେଲେ।
Cross references
କିଛିଦିନ ପରେ ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ୈସନ୍ଯମାନଙ୍କୁ ଏକତ୍ରୀତ କରୁଥିଲେ। ଅଖୀଶ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ବକ୍ସ୍ଟଝି ପାରକ୍ସ୍ଟଛ କି ଯେ ତୁମ୍ଭେ ଏବଂ ତୁମ୍ଭର ଲୋକମାନେ ନିଶ୍ଚିତ ମାେ ସହିତ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ୟିବ।
ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଉଥିଲେ। ସମାନେେ ଶୂନମେ ରେ ତାଙ୍କର ସନୋ ଛାଉଣୀ ପ୍ରସ୍ତକ୍ସ୍ଟତ କରୁଥିଲେ। ଶାଉଲ ସମସ୍ତ ଇଶ୍ରାୟେଲୀୟବାସୀଙ୍କକ୍ସ୍ଟ ଏକତ୍ରୀତ କରି ଗିଲ୍ବୋଯ ରେ ସନୋ ଛାଉଣୀ ସ୍ଥାପନ କଲେ।
ପଲେଷ୍ଟୀୟମାନେ ସମାନଙ୍କେର ସୈନ୍ଯସାମନ୍ତଙ୍କ ସହିତ ଅଫକରେେ ଏକତ୍ରୀତ ହେଲ ଓ ଇଶ୍ରାୟେଲୀୟମାନେ ୟିଷ୍ରିଯଲେସ୍ଥ ଝରଣା ନିକଟରେ ଛାଉଣୀ ସ୍ଥାପନ କଲେ।
ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଇଶ୍ରାୟେଲୀୟମାନେ ଭୟ ରେ ସଠାେରକ୍ସ୍ଟ ଦୌଡି ପଳାଯନ କଲେ। ଗିଲବୋଯ ପର୍ବତ ଉପରେ ବହକ୍ସ୍ଟତ ଇଶ୍ରାୟେଲୀୟମାନଙ୍କୁ ମାରି ଦିଆଗଲା।
ୟକ୍ସ୍ଟବକ ଜଣକ କହିଲା, ମୁ ଯେତବେେଳେ ଗିଲ୍ବୋଯ ପର୍ବତ ଉପରେ ଥିଲି, ମୁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ବାରୋହୀମାନେ ତାଙ୍କର ପାଖକକ୍ସ୍ଟ ଆସକ୍ସ୍ଟଛନ୍ତି।
ହେ ଗଲ୍ବୋଯ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡକ୍ସ୍ଟ। ଅଥବା ଉପହାରଜନକ କ୍ଷେତ୍ର ନ ହେଉ। କାରଣ ସଠାେରେ ବୀରମାନଙ୍କର ଢାଲ ଅଦରକାରୀ ପରି ଫିଙ୍ଗି ଦିଆଗଲା। ଶାଉଲଙ୍କର ଢାଲ ତୈଲ ରେ ଅଭିଷିକ୍ତ ହେଲା ନାହିଁ।
ସେତବେେଳେ ଦାଉଦ ୟାଇ ୟାବେଶ୍-ଗିଲିଯଦ ନିବାସୀମାନଙ୍କ ନିକଟରକ୍ସ୍ଟ ଶାଉଲଙ୍କର ଅସ୍ଥି ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ନେଲେ। କାରଣ ଗିଲ୍ବୋଯ ରେ ପଲେଷ୍ଟଯୀମାନେ ଶାଉଲଙ୍କକ୍ସ୍ଟ ବଧ କରିବା ଦିନ ସମାନଙ୍କେ ଶବ ପଲେଷ୍ଟୀୟମାନଙ୍କ ଦ୍ବାରା ବୈଥ୍ଶାନ ଛକରେ ଟଙ୍ଗାଗଲା ଉତ୍ତା ରେ ୟାବେଶ୍- ଗିଲିଯଦୀଯମାନେ ସହେି ସ୍ଥାନରକ୍ସ୍ଟ ତାହା ଗ୍ଭରେି କରି ନଇେଥିଲେ।
ପରବର୍ତ୍ତୀ ଦିନ, ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ଯ ଦ୍ରବ୍ଯଗୁଡ଼ିକ ନବୋ ନିମନ୍ତେ ପଲେଷ୍ଟୀୟ ଲୋକମାନେ ଆସିଲେ। ସମାନେେ ଗିଲବୋଯ ପର୍ବତ ଉପରେ ଶାଉଲଙ୍କ ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀରକୁ ପାଇଲେ।