Home Bibles ପ୍ରଥମ ବଂଶାବଳୀ 10:9 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 10:9 · ଓଡ଼ିଆ ବାଇବେଲ

ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ୟୁଦ୍ଧ ସାଜ ନଇଗେଲେ ଏବଂ ସମାନେେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କରି, ସମାନଙ୍କେ ଭଣ୍ଡ ଦବେତା ଓ ଲୋକମାନଙ୍କ ପାଖ ରେ ଏହି ଖବର ପହଞ୍ଚାଇଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 16:23

ପଲେଷ୍ଟୀୟମାନେ ଏକତ୍ରୀତ ହାଇେ ଜଯଲାଭ ଉତ୍ସବ ପାଳନ କଲେ। ସମାନେେ ସମାନଙ୍କେର ଦବେତା ଦାଗୋନ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କଲେ। ସମାନେେ କହିଲେ, ଶାମ୍ଶାେନ୍ଙ୍କକ୍ସ୍ଟ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦବେତା ଆମ୍ଭମାନଙ୍କୁ ସାହାୟ୍ଯ କଲେ। ଯେ କି ଆମର ଶତୃ ଥିଲା।

ପ୍ରଥମ ଶାମୁୟେଲ 31:9

ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ଯାଦିକକ୍ସ୍ଟ ନଇଗେଲେ। ପଲେଷ୍ଟୀୟମାନେ ନିଜ ନିଜର ଦବଗେଣ ଗୃହ ବା ମନ୍ଦିରକକ୍ସ୍ଟ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡକକ୍ସ୍ଟ ଖବର ଦଇେ ପଠାଇଲେ।

ଦିତୀୟ ଶାମୁୟେଲ 1:20

ଗାଥ ସହରକକ୍ସ୍ଟ ଏହି ସମ୍ବାଦ ଦିଅ ନାହିଁ। ଅସ୍କିଲୋନର ଦାଣ୍ତ ରେ ଏହା ପ୍ରଗ୍ଭର କର ନାହିଁ। ଯଦି ତୁମ୍ଭେ ଏହା କର, ସହେି ପଲେଷ୍ଟୀୟ ନଗରଗକ୍ସ୍ଟଡିକ ଆନନ୍ଦ କରିବେ। ସହେି ନଗରର ଅସଭ୍ଯ ପ୍ରତିମା ପୂଜକଗଣ ଆନନ୍ଦିତ ହବେ।

ପ୍ରଥମ ବଂଶାବଳୀ 10:4

ଏହାପରେ ଶାଉଲ ନିଜର ଅସ୍ତ୍ରବାହକକୁ କହିଲେ, ତୁମ୍ଭର ଖଡ୍ଗ ବାହାର କର ଓ ମାେତେ ସେଥି ରେ ବଧ କର। ତବେେ ସହେି ଅସୁନ୍ନତ ବିଦେଶୀମାନେ ଆସି ମାରେ ଉପହାସ କରିପାରିବେ ନାହିଁ।

ଦାନିଏଲ 5:2

ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।

ଦାନିଏଲ 5:23

ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

ମାଥିଉଲିଖିତ ସୁସମାଚାର 14:11

ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।

Interlinear

Choose Theme