Home Bibles ☰ Books ପ୍ରଥମ ବଂଶାବଳୀ 11:16 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 11:16 · ଓଡ଼ିଆ ବାଇବେଲ

ଆଉଥରେ, ଦାଉଦ ଦୁର୍ଗ ମଧିଅରେ ଥିଲେ ଓ ପଲେଷ୍ଟୀୟ ସୈନ୍ଯମାନଙ୍କର ଏକ ଦଳ ବୈଥଲହମେ ରେ ଥିଲେ।

Cross references

ପ୍ରଥମ ଶାମୁୟେଲ 10:5

ତା'ପରେ ତୁମ୍ଭମାନେେ ଗିବିଯୋଥ ଓ ଲୋହିମକକ୍ସ୍ଟ ୟିବ। ସଠାେରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତବେେଳେ ତୁମ୍ଭେ ସହରର ପ୍ରବେଶ ଦ୍ବାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରକ୍ସ୍ଟ ଦଳେ ଯାଜକ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସକ୍ସ୍ଟଥିବାର ଦେଖିବ।

ପ୍ରଥମ ଶାମୁୟେଲ 13:4

ସମସ୍ତ ଇଶ୍ରାୟେଲୀୟ ଏ ସମ୍ବାଦ ଶୁଣିଲେ। ସମାନେେ କହିଲେ, ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ଯା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତ ରେ ଇଶ୍ରାୟେଲୀୟମାନଙ୍କୁ ଘୃଣା କରନ୍ତି।

ପ୍ରଥମ ଶାମୁୟେଲ 13:23

ଏ ସମୟରେ ପଲେଷ୍ଟୀୟ ସୈନ୍ଯଦଳ ମିକ୍ମସ୍ ଘାଟୀକକ୍ସ୍ଟ ଜଗିବାକକ୍ସ୍ଟ ଗଲେ।

ପ୍ରଥମ ଶାମୁୟେଲ 22:1

ଦାଉଦ ଗାଥ ପରିତ୍ଯାଗ କଲେ। ସେ ସଠାେରକ୍ସ୍ଟ ଅଦକ୍ସ୍ଟଲ୍ଲମ ଗକ୍ସ୍ଟମ୍ଫାକକ୍ସ୍ଟ ପଳାଇଲେ। ଦାଉଦର ଭାଇମାନେ ଓ ସଐର୍କୀଯମାନେ ମଧ୍ଯ ଜାଣିଲେ ଯେ ସେ ଅଦକ୍ସ୍ଟଲ୍ଲମ ରେ ଅଛନ୍ତି। ସମାନେେ ସଠାେକକ୍ସ୍ଟ ଦାଉଦକକ୍ସ୍ଟ ଦଖାେ କରିବାକୁ ଗଲେ।

ପ୍ରଥମ ଶାମୁୟେଲ 22:4

ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମାୟୋବର ରାଜାଙ୍କ ନିକଟରେ ଛାଡି ଗଲେ। ଯେତଦେିନ ୟାଏ ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ସେ ପର୍ୟ୍ଯନ୍ତ ସମାନେେ ମାୟୋବର ରାଜାଙ୍କ ସହିତ ରହିଲେ।

ପ୍ରଥମ ଶାମୁୟେଲ 22:5

କିନ୍ତୁ ଭବିଷ୍ଯଦ୍ବକ୍ତା ଗାଦ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଏହି ଦକ୍ସ୍ଟର୍ଗ ରେ ରକ୍ସ୍ଟହ ନାହିଁ। ତୁମ୍ଭେ ୟିହକ୍ସ୍ଟଦାକକ୍ସ୍ଟ ୟାଅ। ତେଣୁ ଦାଉଦ ସେସ୍ଥାନ ପରିତ୍ଯାଗ କରି ହରେତ୍ ବଣକକ୍ସ୍ଟ ଗଲେ।

ପ୍ରଥମ ଶାମୁୟେଲ 23:25

ଶାଉଲ ଓ ତାଙ୍କର ଲୋକମାନେ ତାହାଙ୍କକ୍ସ୍ଟ ଖାଜେିବା ପାଇଁ ଗଲେ। ମାତ୍ର ଲୋକମାନେ ଦାଉଦଙ୍କକ୍ସ୍ଟ ଏକଥା ଜଣାନ୍ତେ ସେ, ଯାହାକକ୍ସ୍ଟ କକ୍ସ୍ଟହାୟାଏ ଶୈଳ ତଳକକ୍ସ୍ଟ ଓହ୍ଲାଇ ଆସି ମାଯୋନ୍ ମରକ୍ସ୍ଟଭୂମିରେ ରହିଲେ। ଏହାପରେ ଶାଉଲ ତାହା ଶକ୍ସ୍ଟଣି ମାଯୋନ୍ ମରକ୍ସ୍ଟଭୂମିରେ ଦାଉଦଙ୍କକ୍ସ୍ଟ ଖାଜେିବାକକ୍ସ୍ଟ ଗଲେ।

ଗୀତସଂହିତା 142:1

ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।

Interlinear

Choose Theme