Home Bibles ପ୍ରଥମ ବଂଶାବଳୀ 11:26 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 11:26 · ଓଡ଼ିଆ ବାଇବେଲ

ବୀର ସୈନ୍ଯ, ତିରିଶ ଜଣ ବୀରମାନେ ଥିଲେ : ଯୋୟାବର ଭ୍ରାତା ଅସା ହେଲ, ବୈଥଲହମେସ୍ଥ ଦୋଦୟର ପୁତ୍ର ଇଲହାନନ୍ ;

Cross references

ଦିତୀୟ ଶାମୁୟେଲ 2:18

ସରକ୍ସ୍ଟଯାର ତିନି ପକ୍ସ୍ଟତ୍ର ଥିଲେ। ସମାନେେ ହେଲ, ଯୋୟାବ, ଅବୀଶଯ ଏବଂ ଅସା ହେଲ୍। ଅସା ହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ନସାର ମୃଗପରି କ୍ଷିପ୍ର ଗତି ରେ ଦୌଡି ପାରନ୍ତି।

ଦିତୀୟ ଶାମୁୟେଲ 3:30

ଯୋୟାବ ଓ ତା'ର ଭାଇ ଅବୀଶଯ ଅବ୍ନରକକ୍ସ୍ଟ ହତ୍ଯା କଲେ, କାରଣ ଅବ୍ନର ସମାନଙ୍କେର ଭାଇ ଅସା ହେଲକକ୍ସ୍ଟ ଗିବିଯା ୟକ୍ସ୍ଟଦ୍ଧ ରେ ହତ୍ଯା କରିଥିଲେ।

ଦିତୀୟ ଶାମୁୟେଲ 21:19

ଏହାପରେ ପକ୍ସ୍ଟନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ ରେ ୟକ୍ସ୍ଟଦ୍ଧ ହେଲା। ସେଥି ରେ ବୈଥ୍ଲହମେୀଯ ୟା ରେ-ଓରଗୀମର ପକ୍ସ୍ଟତ୍ର ଇଲ୍ହାନନ୍ ତନ୍ତି ନରାଜ ତକ୍ସ୍ଟଲ୍ଯ ବର୍ଚ୍ଛାଧାରୀ ଗାଥୀଯ ଗଲିଯାତକକ୍ସ୍ଟ ବଧ କଲା।

ଦିତୀୟ ଶାମୁୟେଲ 23:24

ଯୋୟାବର ଭ୍ରାତା ଅସା ହେଲ ଉକ୍ତ ତିରିଶ ଜଣ ମଧିଅରେ ଜଣେ ଥିଲା। ସହେି ତିରିଶ ଜଣ ବୀରମାନଙ୍କ ମଧିଅରେ ବୈଥ୍ଲହମେସ୍ଥ ଦୋଦୟର ପକ୍ସ୍ଟତ୍ର ଇଲ୍ହାନନ୍ ଥିଲା।

ପ୍ରଥମ ବଂଶାବଳୀ 27:7

ଅସା ହେଲ ଚତୁର୍ଥ ସନୋଧ୍ଯକ୍ଷ ଥିଲେ। ସେ ଯୋୟାବଙ୍କ ଭ୍ରାତା ଥିଲେ ଏବଂ ତାଙ୍କ ପରେ ତାଙ୍କ ପୁତ୍ର ସବଦିଯ ସନୋଧ୍ଯକ୍ଷ ହେଲେ। ଅସା ହେଲ ଚତୁର୍ଥ ମାସର ସନୋଧ୍ଯକ୍ଷ ଥିଲେ। ଅସା ହେଲଙ୍କ ସୈନ୍ଯ ଦଳ ରେ 24,000 ଲୋକ ଥିଲେ।

Interlinear

Choose Theme