Home Bibles ☰ Books ପ୍ରଥମ ବଂଶାବଳୀ 12:16 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 12:16 · ଓଡ଼ିଆ ବାଇବେଲ

ସହେି ଦୁର୍ଗ ରେ ବିନ୍ଯାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ଯ ଆସି ଦାଉଦଙ୍କ ସହିତ ୟୋଗ ଦେଲେ।

Cross references

ଯିହୋଶୂୟ 3:15

ଯଦିଓ ଶସ୍ଯ ଅମଳ ସମୟରେ ୟର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶର୍ୟ୍ଯା ରେ ପ୍ରବେଶ କଲା ମାତ୍ ରେ ହଠାତ୍ ତା'ର ପ୍ରବାହ ବନ୍ଦ ହାଇଗେଲା।

ପ୍ରଥମ ଶାମୁୟେଲ 22:4

ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମାୟୋବର ରାଜାଙ୍କ ନିକଟରେ ଛାଡି ଗଲେ। ଯେତଦେିନ ୟାଏ ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ସେ ପର୍ୟ୍ଯନ୍ତ ସମାନେେ ମାୟୋବର ରାଜାଙ୍କ ସହିତ ରହିଲେ।

ଦିତୀୟ ଶାମୁୟେଲ 23:14

ଅନ୍ୟ ସମୟରେ ଦାଉଦ ଦକ୍ସ୍ଟର୍ଗ ରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ଯଦଳ ବୈଥ୍ଲହମେ ରେ ଥିଲେ।

ପ୍ରଥମ ବଂଶାବଳୀ 12:8

ଦାଉଦଙ୍କର ମରୁଭୂମିସ୍ଥ ଦୁର୍ଗ ରେ ଗାଦ୍ ପରିବାର ବର୍ଗର କେତଜେଣ ଆସି ସଠାେରେ ବାସ କଲେ। ସମାନେେ ୟୁଦ୍ଧ ବିଦ୍ଯା ରେ ତାଲିମପ୍ରାପ୍ତ ଅତି ସାହସୀ ସୈନ୍ଯଗଣ ଥିଲେ। ସମାନେେ ବର୍ଚ୍ଛା ଓ ଢ଼ାଲ ଚାଳନା ରେ ଦକ୍ଷ ଥିଲେ। ସମାନେେ ସିଂହ ପରି ଅତି ଭୟଙ୍କର ଥିଲେ। ପର୍ବତ ରେ ହରିଣ ସଦୃଶ ଦ୍ରୁତ ଗତି ରେ ଦୌଡ଼ି ମଧ୍ଯ ପାରୁଥିଲେ।

ଗୀତସଂହିତା 68:27

ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।

Interlinear

Choose Theme