ମନଃଶୀଯ ଗୋଷ୍ଠୀର କେତକେ ବ୍ଯକ୍ତି ମଧ୍ଯ ଦାଉଦଙ୍କ ସହିତ ଯୋଗ ଦେଲେ। ଦାଉଦ ଯେତବେେଳେ ପଲେଷ୍ଟୀୟମାନଙ୍କ ସହିତ ଶାଉଲଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ୟାଇଥିଲେ, ସେତବେେଳେ ସମାନେେ ତାହାଙ୍କ ସହିତ ଯୋଗ ଦଇେଥିଲେ। କିନ୍ତୁ ଦାଉଦ ଓ ତାଙ୍କ ଲୋକମାନେ ପ୍ରକୃତ ରେ ପଲେଷ୍ଟୀୟମାନଙ୍କୁ ସାହାୟ୍ଯ କରି ନ ଥିଲେ। ଦାଉଦ ଯେ ସମାନଙ୍କେୁ ସାହାୟ୍ଯ କରୁଅଛନ୍ତି, ଏହା ପଲେଷ୍ଟୀୟ ନେତାମାନେ କଥାବାର୍ତ୍ତା ହେଉଥିଲେ, କିନ୍ତୁ ତା'ପରେ ସମାନେେ ତାହାଙ୍କୁ ପଠାଇଦବୋ ନିମନ୍ତେ ସ୍ଥିର କଲେ। ସହେି ଶାସକମାନେ କହିଲେ, ଯଦି ଦାଉଦ ତାଙ୍କ ମୁନିବ ଶାଉଲଙ୍କ ପାଖକୁ ଫରେିୟାଏ, ତବେେ ଆମ୍ଭମାନଙ୍କର ମୁଣ୍ଡକାଟ ହବେ !
Cross references
କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।
ଯେ ହତେକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଗିଦ୍ଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲା, ଅବୀଯେଷ୍ରୀଯର ଲୋକମାନେ ନିବିଡ ଭାବରେ ତାକକ୍ସ୍ଟ ଅନକ୍ସ୍ଟସରଣ କଲେ।
ପଲେଷ୍ଟୀୟମାନଙ୍କ ଅଧିପତିମାନେ ଶହ ଶହ, ହଜାର ହଜାର ସୈନ୍ଯ ନଇେ କ୍ରମେ କ୍ରମେ ଅଗ୍ରସର ହେଲ। ଦାଉଦ ଏବଂ ତାଙ୍କର ସୈନ୍ଯମାନେ ଅଖୀଶ ସହିତ ପେଛ ପେଛ ଆଗଇେଲେ।
ଆସନ୍ତା କାଲି ସକାଳେ ତୁମ୍ଭେ ଓ ତୁମ୍ଭର ଲୋକମାନେ ମୁ ଦଇେଥିବା ଜାଗାକକ୍ସ୍ଟ ଫରେିୟିବା ଉଚିତ୍। ଦୟାକରି ଅଧିପତିମାନେ କହିଥିବା କଥାପ୍ରତି ଦୃଷ୍ଟି ଦବେ ନାହିଁ। ତୁମ୍ଭେ ଜଣେ ଭଲ ଲୋକ, ତେଣୁ ତୁମ୍ଭେ ସୂର୍ େଯ୍ଯାଦଯ ମାତ୍ ରେ ଫରେିୟିବା ଭଲ।
ଅବଶାଲୋମ ଯୋୟାବଙ୍କକ୍ସ୍ଟ ସ୍ଥାନାନ୍ତର କରି ଅମାସାଙ୍କକ୍ସ୍ଟ ସୈନ୍ଯଦଳର ମୂଖ୍ଯ ଭାବରେ ନିୟକ୍ସ୍ଟକ୍ତି କଲେ। ଏହି ଅମାସା ଇସ୍ମାଯଲେୀଯ ଯେଥରଙ୍କର ପକ୍ସ୍ଟତ୍ର ଥିଲେ। ଅମାସାର ମା' ଥିଲେ ଅବୀଗଲ, ୟିଏ କି ସରକ୍ସ୍ଟଯାଙ୍କର ଭଉଣୀ ନାହଶଙ୍କର କନ୍ଯା ଥିଲେ। ୟିଏକି ଯୋୟାବଙ୍କର ମା' ଥିଲେ।
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭେ ସିୟୋନ ପାଇଁ ଅତ୍ଯାସକ୍ତ ଏବଂ ପ୍ରଗାଢ ଅନୁରାଗ ସହିତ ଆମ୍ଭେ ତା' ପାଇଁ କୋରଧାନ୍ବିତ।