ଦାଉଦ୍ଙ୍କୁ ସାହାୟ୍ଯ କରିବା ନିମନ୍ତେ ପ୍ରେତ୍ୟକକ ଦିନ ଅଧିକରୁ ଅଧିକ ସଂଖ୍ଯକ ଲୋକ ଆସିବାକୁ ଲାଗିଲେ। ତେଣୁ ଦାଉଦଙ୍କର ଏକ ବିଶାଳ ଓ ମହାପରାକ୍ରମୀ ସୈନ୍ଯଦଳ ହେଲା।
Cross references
ଯେତବେେଳେ ଯାକୁବ ସମାନଙ୍କେୁ ଦେଖିଲେ, ସେ କହିଲେ, ଏହା ହେଉଛି ପରମେଶ୍ବରଙ୍କର ଛାଉଣୀ ତେଣୁ ଯାକୁବ ସହେି ସ୍ଥାନର ନାମ ମହନଯୀମ୍ ରଖିଲେ।
ଅସ୍ତ୍ର ଧରିଥିବା ଲୋକଟି ଉତ୍ତର ଦଲୋ, ମୁ ତୁମ୍ଭର ଶତୃ ନକ୍ସ୍ଟ ହେଁ, ମୁ ସଦାପ୍ରଭୁଙ୍କ ସୈନ୍ଯର ସନୋପତି ଅଟେ। ମୁ ବର୍ତ୍ତମାନ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିଲି।
ଆସନ୍ତା କାଲି ସକାଳେ ତୁମ୍ଭେ ଓ ତୁମ୍ଭର ଲୋକମାନେ ମୁ ଦଇେଥିବା ଜାଗାକକ୍ସ୍ଟ ଫରେିୟିବା ଉଚିତ୍। ଦୟାକରି ଅଧିପତିମାନେ କହିଥିବା କଥାପ୍ରତି ଦୃଷ୍ଟି ଦବେ ନାହିଁ। ତୁମ୍ଭେ ଜଣେ ଭଲ ଲୋକ, ତେଣୁ ତୁମ୍ଭେ ସୂର୍ େଯ୍ଯାଦଯ ମାତ୍ ରେ ଫରେିୟିବା ଭଲ।
ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଲଗ୍ ରେ ପହଁଞ୍ଚିଲେ। ସମାନେେ ଦେଖିଲେ ଅମାଲକେୀଯମାନେ ସିକ୍ଲଗ ଆକ୍ରମଣ କରିଥିଲେ। ଅମାଲକେୀଯ ଲୋକମାନେ ନଗେଭେ ଆକ୍ରମଣ କରି ଓ ସିକ୍ଲଗ୍କକ୍ସ୍ଟ ଆକ୍ରମଣ କରି ସହର ରେ ନିଆଁ ଲଗାଇ ଦଇେଥିଲେ।
ତେଣୁ ଦାଉଦ ଓ ତାଙ୍କର ଦକ୍ସ୍ଟଇ ଜଣ ସ୍ତ୍ରୀଙ୍କ ସହିତ ହିବ୍ରୋଣକକ୍ସ୍ଟ ଗଲେ। ତାଙ୍କର ସ୍ତ୍ରୀମାନେ ଥିଲେ ୟିଷ୍ରିଯଲେୀଯା ଅହୀନୋଯମ୍ ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ।
ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧିଅରେ କ୍ରମାଗତ ୟକ୍ସ୍ଟଦ୍ଧ ଗ୍ଭଲିଲା। ଦାଉଦ ଧି ରେ ଧି ରେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ ଏବଂ ଶାଉଲର ପରିବାର, ଦିନକକ୍ସ୍ଟ ଦିନ ଦୁର୍ବଳ ହବୋକକ୍ସ୍ଟ ଲାଗିଲା।
କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।
ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।