Home Bibles ପ୍ରଥମ ବଂଶାବଳୀ 12:23 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 12:23 · ଓଡ଼ିଆ ବାଇବେଲ

ହିବ୍ରୋଣ ସହର ରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ଯା ଏହିପରି ଥିଲା। ଏହି ଲୋକମାନେ ୟୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସମାନେେ ଶାଉଲଙ୍କ ରାଜ୍ଯକୁ ଦାଉଦଙ୍କ ହସ୍ତ ରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସମାନଙ୍କେ ସଂଖ୍ଯା ଏହିପରି ଥିଲା।

Cross references

ଆଦି ପୁସ୍ତକ 32:3

ଯାକୁବ ଭାଇ ଏଷୌ ସଯେୀର ଅଞ୍ଚଳ ରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମଯ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ।

ପ୍ରଥମ ଶାମୁୟେଲ 16:1

ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।

ପ୍ରଥମ ଶାମୁୟେଲ 16:3

ୟିଶୀକକ୍ସ୍ଟ ସେ ବଳିଦାନ ପାଇଁ ନିମନ୍ତ୍ରଣ କର। ତା'ପରେ କଣ କରିବା ପାଇଁ ହବେ ମୁ ତୁମ୍ଭକୁ ଜଣାଇବି। ମୁ ଯାହାକକ୍ସ୍ଟ କହିବି, ତୁମ୍ଭେ ତାହାକକ୍ସ୍ଟ ଅଭିଷିକ୍ତ କର।

ପ୍ରଥମ ଶାମୁୟେଲ 16:12

ତାକକ୍ସ୍ଟ ଡାକିବା ପାଇଁ ୟିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ ଓ ସକ୍ସ୍ଟନଯନ ଦେଖିବାକକ୍ସ୍ଟ ସକ୍ସ୍ଟନ୍ଦର ଅଟନ୍ତି।

ଦିତୀୟ ଶାମୁୟେଲ 2:3

ଦାଉଦ ତାଙ୍କର ଲୋକମାନଙ୍କୁ ଓ ସମାନଙ୍କେର ପରିବାରବର୍ଗମାନଙ୍କୁ ସାଙ୍ଗ ରେ ନଇଗେଲେ। ଏବଂ ସମାନେେ ସମସ୍ତେ ସହେି ହିବ୍ରୋଣ ସହର ରେ ଓ ତା'ର ପାଖାପାଖି ସହର ରେ ବାସ କଲେ।

ଦିତୀୟ ଶାମୁୟେଲ 3:18

ବର୍ତ୍ତମାନ ଏହା କର, ସଦାପ୍ରଭୁ ଦାଉଦଙ୍କ ବିଷଯ ରେ କହିଥିଲେ ଯେତବେେଳେ ସେ କହିଲେ, 'ମୁ ମାରେ ଇଶ୍ରାୟେଲର ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବି ଏବଂ ମୁ ସମାନଙ୍କେୁ ସମାନଙ୍କେର ଅନ୍ୟ ସମସ୍ତ ଶତୃଙ୍କଠାରକ୍ସ୍ଟ ମଧ୍ଯ ରକ୍ଷା କରିବି। ମୁ ଏହା ମାରେ ପ୍ରିଯ ଦାସ ଦାଉଦଙ୍କ ଦ୍ବାରା ହିଁ କରିବି।'

ଦିତୀୟ ଶାମୁୟେଲ 5:1

ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ପରିବାର।

ପ୍ରଥମ ବଂଶାବଳୀ 10:14

ତେଣୁ ସଦାପ୍ରଭୁ ଶାଉଲଙ୍କୁ ବଧ କଲେ ଓ ୟିଶୀର ପୁତ୍ର ଦାଉଦଙ୍କୁ ରାଜ୍ଯଭାର ଅର୍ପଣ କଲେ।

ପ୍ରଥମ ବଂଶାବଳୀ 11:10

ଦାଉଦଙ୍କ ବିଶଷେ ସୈନ୍ଯଗଣଙ୍କର ନେତାମାନଙ୍କର ଏହା ଏକ ତାଲିକା ଅଟେ। ଦାଉଦଙ୍କ ସହିତ ତାଙ୍କ ରାଜ୍ଯ ରେ ଏହି ତିନି ବୀର ଅତ୍ଯନ୍ତ ପରାକ୍ରମୀ ହାଇେ ଉଠିଲେ। ସମାନେେ ଓ ଇଶ୍ରାୟେଲର ସମସ୍ତ ଳୋକ ଦାଉଦଙ୍କୁ ସମର୍ଥନ କଲେ ଓ ତାହାଙ୍କୁ ରାଜା କଲେ, ପରମେଶ୍ବର ଯେ ପ୍ରକାର ପ୍ରତିଜ୍ଞା କରିଥିଲେ, ଠିକ୍ ସେ ପ୍ରକା ରେ ଏ ସମସ୍ତ ଘଟିଲା।

ଗୀତସଂହିତା 2:6

ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।

ଗୀତସଂହିତା 89:19

ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।

Interlinear

Choose Theme