ପ୍ରଥମ ବଂଶାବଳୀ 12:25 · ଓଡ଼ିଆ ବାଇବେଲ
ଶିମିୟୋନ ଗୋଷ୍ଠୀରୁ 7,100 ଲୋକ ଥିଲେ। ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ସମାନେେ ସାହସୀ ସୈନ୍ଯଗଣ ଥିଲେ।
Cross references
ଆଦି ପୁସ୍ତକ 35:22
ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।
ଆଦି ପୁସ୍ତକ 35:23
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।
ପ୍ରଥମ ବଂଶାବଳୀ 9:15
ୟିରୁଶାଲମ ରେ ଆହୁରି ମଧ୍ଯ ଏହିମାନେ ବାସ କରୁଥିଲେ : ବକ୍ବକର, ହରେଶ, ଗାଲଲ୍ ଓ ମତ୍ତନିଯ। ମତ୍ତନିଯ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସଫ୍ଙ୍କ ପୁତ୍ର ଥିଲେ।
ପ୍ରଥମ ବଂଶାବଳୀ 9:16
ଓବଦିଯ ଶମଯିଯଙ୍କ ପୁତ୍ର ଥିଲେ। ଶମଯିଯ ଗାଲଲ୍ଙ୍କ ପୁତ୍ର ଥିଲେ। ଗାଲ ୟିଦୂଥନ୍ଙ୍କ ପୁତ୍ର ଥିଲେ। ବରେିଖିଯ ଆସାଙ୍କ ପୁତ୍ର ଥିଲେ। ଆସା ଇଲକାନାଙ୍କ ପୁତ୍ର ଥିଲେ। ସେ ନଟୋଫା ରେ ଲୋକମାନଙ୍କ ସହର ରେ ବାସ କରୁଥିଲେ।