ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।
Cross references
ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।
ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।
ସମାନଙ୍କେର ପରବାରର ଇତିହାସ ଦର୍ଶାଏ ଯେ, ସମାନଙ୍କେର 36,000 ସୈନିକ ୟୁଦ୍ଧ ନିମନ୍ତେ ସଦାପ୍ରସ୍ତୁତ ହାଇେ ରହୁଥିଲେ। ସମାନଙ୍କେର ଏକ ବୃହତ୍ ପରିବାର ଥିଲା, କାରଣ ସମାନଙ୍କେର ଅନକେ ସ୍ତ୍ରୀ ଓ ସନ୍ତାନ ସନ୍ତତି ଥିଲେ।
ଏହାପରେ ରାଜା ଜ୍ଞାନୀଲୋକମାନଙ୍କୁ ପଚାରିଲେ, ଯେଉଁମାନେ ରାଜକୀଯ ବିଧି ଜାଣିଥିଲେ। କାରଣ ବିଗ୍ଭରକଗଣଙ୍କୁ ଓ ଆଇନଜ୍ଞମାନଙ୍କୁ ଏପରି ପଗ୍ଭରିବାର ରାଜାଙ୍କର ପ୍ରଥା ଥିଲା।
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।
ଜ୍ଞାନବାନ ଲୋକମାନେ ବଳବାନ୍ ଅଟନ୍ତି। ଏବଂ ବିଦ୍ବାନ୍ ଲୋକମାନେ ବଳ ବଢ଼ାନ୍ତି।
ନଗର ରେ ଥିବା ଦଶଜଣ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ, ଜ୍ଞାନୀ ବ୍ଯକ୍ତିକୁ ଅଧିକ ଶକ୍ତି ଦିଏ।
ୟୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନକେ ମଙ୍ଗଳ ନାଶ କରିପା ରେ।
ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।
ହେ ୟିରୁଶାଲମ, ସେ ତୁମ୍ଭ ପାଇଁ ନିରାପଦ ଆଣିବେ। ସେ ତୁମ୍ଭକୁ ମୁକ୍ତି, ବୁଦ୍ଧି ଓ ଜ୍ଞାନ ରେ ଧନୀ କରିବେ। ସଞ୍ଚିତ ଧନ ସଦାପ୍ରଭୁଙ୍କ ଭୟର ବିଷଯକ, ତାହା ସେ ଦିଅନ୍ତି।
ସଦାପ୍ରଭୁର ସ୍ବର ନଗରକୁ ଆହ୍ବାନ କରୁଛି। ସଦାପ୍ରଭୁଙ୍କ ନାମକୁ ସମ୍ମାନ ଦବୋ ବିଜ୍ଞତାର ପରିଗ୍ଭୟକ ଅଟେ। ତେଣୁ ନଗରର ଲୋକ ଏବଂ ନିବାସୀମାନେ ଶୁଣ।
ତୁମ୍ଭମାନେେ ସୂର୍ େଯ୍ଯାଦୟ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହବେ। ଏଗୁଡିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡିକ ଆକାଶ ରେ ଦେଖ ଓ ସଗେୁଡିକର ଅର୍ଥ ବୁଝ। ସହେିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡିକୁ ଦେଖୁଛ। ଏଗୁଡିକ ମଧ୍ଯ ଏପ୍ରକାର ଲକ୍ଷଣ। କିନ୍ତୁ ଏଗୁଡିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହାଇେ ପାରୁନ।