Home Bibles ପ୍ରଥମ ବଂଶାବଳୀ 12:9 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 12:9 · ଓଡ଼ିଆ ବାଇବେଲ

ଏସର, ଗାଦ୍ ଗୋଷ୍ଠୀର ସୈନ୍ଯଦଳର ସନୋପତି ଥିଲେ। ଓବଦିଯ ଦ୍ବିତୀୟ ସନୋଧ୍ଯକ୍ଷ ଥିଲେ। ଇଲିଯାବ୍ ତୃତୀୟ ସନୋଧ୍ଯକ୍ଷ ଥିଲେ।

Cross references

ଆଦି ପୁସ୍ତକ 49:19

ସୈନ୍ଯଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ ସମାନଙ୍କେୁ ପଛରୁ ଆକ୍ରମଣ କରିବ।

ଦିତୀୟ ବିବରଣ 33:20

ମାଶାେ ଗାଦଙ୍କ ବିଷଯ ରେ ଏହି ସବୁ କହିଲେ, ପରମେଶ୍ବରଙ୍କର ପ୍ରଶଂସା ଗାନ କର ଯେ ଗାଦ୍ଙ୍କକ୍ସ୍ଟ ବିସ୍ତାର କରିଛନ୍ତି। ଗାଦ୍ ହେଉଛନ୍ତି ସିଂହ ପରି, ସେ ଶାଇେ ରହେ ଓ ଅପେକ୍ଷା କରେ। ଏହାପରେ ଅପେକ୍ଷା କରି ପଶକ୍ସ୍ଟମାନଙ୍କୁ ଚିରି ବିଦିର୍ଣ କରେ।

ଦିତୀୟ ଶାମୁୟେଲ 2:18

ସରକ୍ସ୍ଟଯାର ତିନି ପକ୍ସ୍ଟତ୍ର ଥିଲେ। ସମାନେେ ହେଲ, ଯୋୟାବ, ଅବୀଶଯ ଏବଂ ଅସା ହେଲ୍। ଅସା ହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ନସାର ମୃଗପରି କ୍ଷିପ୍ର ଗତି ରେ ଦୌଡି ପାରନ୍ତି।

Interlinear

Choose Theme