Home Bibles ପ୍ରଥମ ବଂଶାବଳୀ 14:1 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 14:1 · ଓଡ଼ିଆ ବାଇବେଲ

ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ ରରଣେ କଲେ। ହୀରମ୍ ଆହୁରି ମଧ୍ଯ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼ଇମାନଙ୍କେୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସମାନଙ୍କେୁ ପଠାଇଲେ।

Cross references

ଦିତୀୟ ଶାମୁୟେଲ 5:11

ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ। ହୀରମ୍ ମଧ୍ଯ ଏରସ କାଠ, ବଢାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସମାନେେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।

ଦିତୀୟ ଶାମୁୟେଲ 7:2

ରାଜା ଦାଉଦ ଭବିଷ୍ଯଦ୍ବକ୍ତା ନାଥନଙ୍କକ୍ସ୍ଟ କହିଲେ, ଦେଖ ମୁ ଏବେ ଏରସ ନିର୍ମିତ କାଠ ଘ ରେ ବାସ କରୁଅଛି କିନ୍ତୁ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ସହେି ତମ୍ବୁ ତଳେ ରହି ଅଛି। ଆମ୍ଭମାନେେ ପବିତ୍ର ସିନ୍ଦକ୍ସ୍ଟକ ପାଇଁ ଏକ ସକ୍ସ୍ଟନ୍ଦର ପ୍ରସାଦ ତିଆରି କରିବା କଥା।

ପ୍ରଥମ ରାଜାବଳୀ 5:1

ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତବେେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦ୍ଙ୍କ ପରେ ଶ ଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହାଇେଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ।

ପ୍ରଥମ ରାଜାବଳୀ 5:6

ତେଣୁ ଏବେ ମାେ ପାଇଁ ଲିବା ନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମାରେଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗ ରେ ଥିବେ; ପୁଣି ଆପଣଙ୍କ କହିବାନୁସା ରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦବେି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ୟ୍ଯ ରେ ସୀଦୋନୀଯମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧିଅରେ କହେି ନାହିଁ।

ପ୍ରଥମ ରାଜାବଳୀ 5:8

ତା'ପରେ ହୀରମ ଶଲୋମନଙ୍କ ନିକଟକୁ ଏହି ବାର୍ତ୍ତା ସହିତ ଏକ ବାର୍ତ୍ତାବହକୁ ପଠାଇଲେ। ରାଜା ଶଲୋମନ ଯାହା ଆଶା କରନ୍ତି, ମୁଁ ଶୁଣିଲି, ମୁଁ ଏରସବୃକ୍ଷ ଓ ଦବଦୋରୁ କାଠ ଦବୋପାଇଁ ଯାଉଛି, ତୁମ୍ଭର କାମ ପୂରଣ କରିବା ପାଇଁ।

ପ୍ରଥମ ରାଜାବଳୀ 5:15

ପଥର କାଟିବା ରେ 80,000 ଲୋକ ନିୟୁକ୍ତି ହେଲେ ଓ 70,000 ଲୋକ ପଥର ବୋହିବା ରେ ନିୟୁକ୍ତି ହେଲେ।

ପ୍ରଥମ ରାଜାବଳୀ 5:18

ଶଲୋମନଙ୍କର ଓ ହୀରମଙ୍କର ରାଜମିସ୍ତ୍ରୀମାନେ ଓ ବାବିଲୀଯ ଲୋକମାନେ ପଥରଗୁଡିକୁ ଖାଦେନ କଲେ। ଏହି ରୂପେ ସମାନେେ ମନ୍ଦିର ନିର୍ମାଣ ନିମନ୍ତେ କାଠ ଓ ପ୍ରସ୍ତର ପ୍ରସ୍ତୁତ କଲେ।

ପ୍ରଥମ ରାଜାବଳୀ 7:1

ଅନନ୍ତର ରାଜା ଶଲଲାମନ ତାଙ୍କ ନିଜପାଇଁ ଏକ ପ୍ରାସାଦ ନିର୍ମାଣ କଲଲସଯ କି ତାଙ୍କୁ ସମାପ୍ତ କରିବାକୁ ତଲର ବର୍ଷ ଲାଗିଥିଲା।

ପ୍ରଥମ ବଂଶାବଳୀ 17:1

ଦାଉଦ ନିଜ ଗୃହକୁ ଫରେିୟିବା ପରେ, ନାଥନ୍ ଭବିଷ୍ଯତବକ୍ତାଙ୍କୁ କହିଲେ, ଦେଖ, ମୁଁ ଦବଦୋରୁ କାଠ ରେ ନିର୍ମିତ ଗୃହ ରେ ବାସ କରୁଅଛି, କିନ୍ତୁ ନିଯମସିନ୍ଦୁକ ଏକ ତମ୍ବୁ ମଧିଅରେ ରହିଅଛି। ମୁଁ ପରମେଶ୍ବରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଚାହୁଁଅଛି।

ପ୍ରଥମ ବଂଶାବଳୀ 22:2

ଇଶ୍ରାୟେଲ ମଧିଅରେ ବାସ କରୁଥିବା ସମସ୍ତ ବିଦେଶୀଯମାନଙ୍କୁ ଏକତ୍ର ଠୁଳ ହବୋ ନିମନ୍ତେ ଦାଉଦ ଆଦେଶ ଦେଲେ। ସହେି ବିଦେଶୀମାନଙ୍କ ମଧ୍ଯରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ବରଙ୍କ ମନ୍ଦିର ନିର୍ମାଣ ରେ ବ୍ଯବହୃତ ହବୋ ନିମନ୍ତେ ଉଦ୍ଦିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସମାନଙ୍କେର କାର୍ୟ୍ଯ ଥିଲା।

ଦିତୀୟ ବଂଶାବଳୀ 2:2

ଶଲୋମନ ପର୍ବତଗୁଡ଼ିକରୁ ପଥର କାଟିବା ନିମନ୍ତେ 70 ,000 ଶ୍ରମିକ ଓ 80,000 ପଥରକଟାଳୀ ସଂଗ୍ରହ କଲେ। ଆଉ ତଦାରଖ କାର୍ୟ୍ଯ କରିବା ନିମନ୍ତେ 3,600 ତଦାରଖକାରୀଙ୍କୁ ମନୋନୀତ କଲେ।

ଦିତୀୟ ବଂଶାବଳୀ 2:3

ଏହାପରେ ଶଲୋମନ, ହୂରମ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ। ଶଲୋମନ କହିଲେ, ମାରେ ବାପା ଦାଉଦଙ୍କୁ ସାହାୟ୍ଯ କଲାପରି ମାେତେ ମଧ୍ଯ ସାହାୟ୍ଯ କର। ତୁମ୍ଭେ ଦବଦୋରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲେ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରିପାରନ୍ତି।

ଦିତୀୟ ବଂଶାବଳୀ 2:8

ଆହୁରି ମଧ୍ଯ ଲିବାନୋନ୍ରୁ ମାେ ନିକଟକୁ ଦବଦୋରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋନ୍ର କାଠଗଣ୍ଡି କାଟି ଆଣିବା ରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମାରଦୋସମାନେ, ତୁମ୍ଭର ଦାସମାନଙ୍କୁ ସାହାୟ୍ଯ କରିବେ।

ଏଜ୍ରା 3:7

ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।

ଯିରିମିୟ 22:13

ଯିହାୟୋକୀମ ଜଣେ ଅଧର୍ମୀ ରାଜା ଥିଲେ ୟିଏ କି ଅଧର୍ମ ରେ ଆପଣା ଗୃହ ଓ ଅନ୍ଯାଯ ରେ ଆପଣା କୋଠରୀମାନ ନିର୍ମାଣ କରେ, ୟିଏ ବିନା ମୂଲ୍ଯ ରେ ଆପଣା ପ୍ରତିବେଶୀକି ସବୋ କରାଏ ଓ ତାଙ୍କୁ କିଛି ବତନେ ଦିଏ ନାହିଁ।

Interlinear

Choose Theme