Home Bibles ☰ Books ପ୍ରଥମ ବଂଶାବଳୀ 14:15 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 14:15 · ଓଡ଼ିଆ ବାଇବେଲ

ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ୟୁଦ୍ଧ ୟାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ବର, ତୁମ୍ଭ ସମ୍ମୁଖ ରେ ୟିବା ଓ ପଲେଷ୍ଟୀୟ ସୈନ୍ଯଦଳକୁ ପରାସ୍ତ କରିବା।

Cross references

ଲେବୀୟ ପୁସ୍ତକ 26:36

ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ ସମାନେେ ଶତୃମାନଙ୍କ ଦେଶ ରେ ସାହସିକତା ହରାଇବେ। ସମାନେେ ପତ୍ରଝଡାର ଶଦ୍ଦ ଶୁଣିଲେ ମଧ୍ଯ ଦୌଡି ପଳାଇବେ। ପୁଣି ଖଡ୍ଗଧାରରୁ ପକାଇଲା ଲୋକପରି ସମାନେେ ଦୌଡିବେ ଓ କହେି ସମାନଙ୍କେୁ ନ ଗୋଡ଼ାଇଲେ ହେଁ ସମାନେେ ପତିତ ହବେେ।

ଦିତୀୟ ବିବରଣ 20:4

କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରିବେ ଓ ସେ ତୁମ୍ଭକୁ ୟକ୍ସ୍ଟଦ୍ଧ ରେ ଜଯ ୟକ୍ସ୍ଟକ୍ତ କରାଇବେ।'

ବିଚାରକର୍ତାମାନଙ୍କ ବିବରଣ 4:14

ଏହାପରେ ଦବୋରା ବାରକକକ୍ସ୍ଟ କହିଲେ, ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହବେେ ସୀଷରାକକ୍ସ୍ଟ ପରାସ୍ତ କରିବା ପାଇଁ ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ଆଗେ ଆଗେ ଗଲେ। ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କକ୍ସ୍ଟ ତାବୋର ପର୍ବତର ପ୍ରଦେଶକକ୍ସ୍ଟ ଆଣିଲେ।

ବିଚାରକର୍ତାମାନଙ୍କ ବିବରଣ 7:9

ରାତ୍ରି ସମୟରେ ସଦାପ୍ରଭୁ ଗିଦ୍ଦିୟୋନଙ୍କକ୍ସ୍ଟ କହିଲେ, ଉଠ, ସହେି ଛାଉଣୀକକ୍ସ୍ଟ ଓହ୍ଲାଇ ୟାଅ। ସମାନଙ୍କେୁ ପରାସ୍ତ କରିବା ରେ ମୁ ତୁମ୍ଭମାନଙ୍କୁ ଅନକ୍ସ୍ଟମତି ଦବେି।

ବିଚାରକର୍ତାମାନଙ୍କ ବିବରଣ 7:15

ସହେି ସ୍ବପ୍ନ ଓ ଏହାର ଅର୍ଥ ଶକ୍ସ୍ଟଣିସାରିବା ପରେ ଗିଦ୍ଦିୟୋନ ନତମସ୍ତ କରି ସଦାପ୍ରଭୁଙ୍କର ଉପାସନା କଲେ ଏବଂ ତାଙ୍କର ଛାଉଣୀକକ୍ସ୍ଟ ଫରେିଗଲେ। ସଠାେରେ ସେ ଇଶ୍ରାୟେଲର ସୈନ୍ଯମାନଙ୍କୁ କହିଲେ, ଉଠ! ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତ ରେ ମିଦିଯନୀଯ ସୈନ୍ଯଦଳକକ୍ସ୍ଟ ସମର୍ପଣ କରିଅଛନ୍ତି।

ପ୍ରଥମ ଶାମୁୟେଲ 14:9

ଯଦି ସମାନେେ ଆମ୍ଭମାନଙ୍କୁ କହିବେ, 'ରହିଥାଅ, ଆମ୍ଭମାନେେ ତୁମ୍ଭମାନଙ୍କ ଆଡକକ୍ସ୍ଟ ଆସିବା', ତବେେ ଆମ୍ଭମାନେେ ନିଜ ନିଜ ସ୍ଥାନ ରେ ଛିଡା ହାଇେ ରହିବା, ସମାନଙ୍କେ ଆଡକକ୍ସ୍ଟ ୟିବା ନାହିଁ।

ଦିତୀୟ ରାଜାବଳୀ 7:6

କାରଣ ସଦାପ୍ରଭୁ ଅରାମୀଯ ସୈନ୍ଯମାନଙ୍କୁ ରଥ ଶଦ୍ଦ, ଅଶ୍ବ ଶଦ୍ଦ ଓ ବିପୁଳ ସୈନ୍ଯବାହିନୀର ଶଦ୍ଦ ଶୁଣାଇବାକୁ କାରଣ ହେଲେ। ତହିଁରେ ସମାନେେ ପରସ୍ପରକୁ କହିଲେ, ଦେଖ, ଇଶ୍ରାୟେଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ହିତ୍ତୀଯ ଓ ମିଶରୀଯ ରାଜଗଣଙ୍କୁ ଆମ୍ଭ ବିରୁଦ୍ଧ ରେ ବତନେ ଦଇେ ନିୟୁକ୍ତ କରିଅଛି।

ଦିତୀୟ ରାଜାବଳୀ 19:7

ଏଠାକୁ ଦେଖ ମୁଁ ତାଙ୍କ ମଧିଅରେ ଏକ ଆତ୍ମା ଦବେି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫରେିୟିବ, ଆଉ ମୁଁ ତାକୁ ତା'ର ନିଜ ଦେଶ ରେ ଖଡ୍ଗ ଦ୍ବାରା ବଧ କରିବି।'

ଯିଶାଇୟ 13:4

ପର୍ବତମାନଙ୍କ ରେ ହେଉଥିବା କୋଳାହଳ ପ୍ରତି ଧ୍ଯାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ଯର ଲୋକେ ଏକତ୍ରୀତ ହାଇେଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ଯବାହିନୀକୁ ଏକତ୍ରୀତ ହବୋକୁ ଆହ୍ବାନ ଦଇେଛନ୍ତି।

ଯିଶାଇୟ 45:1

ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ଯକତିର ଅର୍ଥାତ୍ କୋରସ ବିଷଯ ରେ ଏହିକଥା କୁହନ୍ତି, ଆମ୍ଭେ ତାହା ସମ୍ମୁଖ ରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖ ରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ବାର ସବୁ ବନ୍ଦ ରହିବ ନାହିଁ।

ମୀଖା 2:12

ହେ ଯାକୁବର ଲୋକମାନେ, ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କରିବା। ଆଉ ମଧ୍ଯ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା। ପଶୁମାନଙ୍କୁ ଖୁଆଡ ରେ ଓ ଗ୍ଭରଣ ଭୂମିରେ ମଷେମାନଙ୍କୁ ଏକତ୍ରୀତ କଲାପରି ସମାନଙ୍କେୁ ସମବତେ କରାଇବା। ସେତବେେଳେ ସେ ସ୍ଥାନଟି ଲୋକ ଗହଳି ରେ ମୁଖରିତ ଓ କୋଳାହଳପୂର୍ଣ୍ଣ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:2

ସେତବେେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସମାନେେ ଯେଉଁ ଘର ଭିତ ରେ ବସିଥିଲେ, ସହେି ଘରର ଚ଼ାରିଆଡ଼େ ବ୍ଯାପି ଗଲା।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:12

ମାେ ପ୍ରିୟ ମିତ୍ରଗଣ! ତୁମ୍ଭମାନେେ ସର୍ବଦା ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ଥିଲା ବେଳେ ତୁମ୍ଭମାନେେ ପରମେଶ୍ବରଙ୍କ ବାଧ୍ଯ ହାଇେଛ। ମୁଁ ତୁମ୍ଭ ସହିତ ନ ଥିଲା ବେଳେ ମଧ୍ଯ ତୁମ୍ଭେ ତାହାଙ୍କ ବାଧ୍ଯ ହବୋ ଅଧିକ ଗୁରୁତ୍ତ୍ବପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହବୋ ଆବଶ୍ଯକ ଯେ ମାେ ସାହାୟ୍ଯ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ବରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।

Interlinear

Choose Theme