ଦାଉଦ ଜାଣିପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇଶ୍ରାୟେଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇଶ୍ରାୟେଲ ପାଇଁ ଦାଉଦଙ୍କ ରାଜ୍ଯକୁ ଏକ ବିଶାଳ ରାଜ୍ଯ ରେ ପରିଣତ କଲେ।
Cross references
ସମାନଙ୍କେ କଳସରୁ ଜଳ ଉଚ୍ଛୁଳିବ, ସମାନଙ୍କେର ବୀଜ ଅନକେ ଜଳ ରେ ପଡିବ, ପୁଣି ସମାନଙ୍କେର ରାଜା ଆଗାଗଠାରୁ ଉଚ୍ଚୀକୃତ ହବେ, ସମାନଙ୍କେର ରାଜ୍ଯ ଉନ୍ନତ ହବେ।
ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।
ତକ୍ସ୍ଟମ୍ଭ ପରିବାର ଓ ତକ୍ସ୍ଟମ୍ଭ ରାଜତ୍ବ ଓ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଅନନ୍ତକାଳ ସ୍ଥିରିକୃତ ହବେ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାଯୀ ହବେ।
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।
ସର୍ବୋପରି, ଭବିଷ୍ଯତ ରେ ମାେ' ପରିବାର ପ୍ରତି କ'ଣ ଘଟିବ, ତାହା ମଧ୍ଯ ତୁମ୍ଭେ ମାେତେ ଜାଣିବାକୁ ଦଲେ। ସତେ ଯେପରି ମୁଁ ଜଣେ ଅତି ମହାନ୍ ବ୍ଯକ୍ତି ଅଟେ, ତୁମ୍ଭେ ମାେ' ପ୍ରତି ସେ ପ୍ରକାର ବ୍ଯବହାର କଲ।
କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ଯ ଦଇପୋ ରେ। ମୁଁ ସମାନଙ୍କେ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।
ତା'ପରେ ସୋରର ରାଜା ହୂରମ, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସହେି ବାର୍ତ୍ତା ଥିଲା : ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।
ଯଦି ତୁମ୍ଭେ ଏହି ସମୟରେ ନୀରବ ହାଇେ ରୁହ, ତବେେ ଅନ୍ୟ ଏକ ସ୍ଥାନରୁ ୟିହୁଦୀଯମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହବେ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀଯ ସ୍ଥାନ ପାଇପାର?
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
ଲୋକମନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ଯବହାର କରନ୍ତି। ସହେିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ିନବେି ଓ ତୁମ୍ଭମାନଙ୍କୁ ପବିତ୍ର କରିବି।
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମାରେ ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ ବିଷଯ ପରମେଶ୍ବର ମାେ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାୟିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମାେ ପ୍ରତି ପ୍ରକାଶିତ ହାଇେଅଛି।