Home Bibles ପ୍ରଥମ ବଂଶାବଳୀ 15:17 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 15:17 · ଓଡ଼ିଆ ବାଇବେଲ

ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।

Cross references

ପ୍ରଥମ ଶାମୁୟେଲ 8:2

ଶାମୁୟେଲଙ୍କ ବଡପକ୍ସ୍ଟଅ ଯାୟେଲ ଏବଂ ଦ୍ବିତୀୟ ପକ୍ସ୍ଟତ୍ର ଅଦଯ ବରେଶବୋର ଲୋକମାନଙ୍କର ନତେୃତ୍ବ ନେଲେ ଓ ବିଗ୍ଭର କଲେ।

ପ୍ରଥମ ବଂଶାବଳୀ 6:18

କହାତ୍ଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ୟିଷହର, ହିବ୍ରୋଣ୍ ଓ ଉଷୀଯଲେ।

ପ୍ରଥମ ବଂଶାବଳୀ 6:24

ତହତ୍ ଅସୀରଙ୍କ ପୁତ୍ର ଥିଲେ। ଊରିଯଲେ ତହତ୍ଙ୍କ ପୁତ୍ର ଥିଲେ। ଊଷିଯ ଉରିଯଲଙ୍କେ ପୁତ୍ର ଥିଲେ। ଶୌଲ୍ ଉଷିୟଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 6:29

ଏହିମାନେ ମରାରିଙ୍କ ପୁତ୍ର ଥିଲେ : ମହଲି, ମରାରିଙ୍କ ପୁତ୍ର ଥିଲେ। ଲିବ୍ନି ମହଲିଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 6:33

ସଙ୍ଗୀତ ଦ୍ବାରା ସବୋକାର୍ୟ୍ଯ କରୁଥିବା ବ୍ଯକ୍ତିଗଣ ଓ ସମାନଙ୍କେର ପୁତ୍ରଗଣ କହାତଙ୍କର ବଂଶଧର ଥିଲେ,

ପ୍ରଥମ ବଂଶାବଳୀ 6:39

ହମେନ୍ଙ୍କ ଆତ୍ମୀଯ ଥିଲେ ଆସଫ୍। ଆସଫ୍ ହମେନ୍ଙ୍କ ଦକ୍ଷିଣ ପାଶର୍‌ବ ରେ ରହି ସବୋକାର୍ୟ୍ଯ କରୁଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଶିମିଯଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 6:44

ମରାରିଙ୍କ ବଂଶଧରମାନେ ହମେନ୍ ଓ ଆସଫ୍ଙ୍କ ଆତ୍ମୀଯ ଥିଲେ। ସମାନେେ ହମେନ୍ଙ୍କ ବାମ ପାଶର୍‌ବସ୍ଥ ସଙ୍ଗୀତଦଳ ଥିଲେ। ଏଥନ କୀଶିଙ୍କ ପୁତ୍ର ଥିଲେ। କୀଶି ଅବଦିଙ୍କ ପୁତ୍ର ଥିଲେ। ଅବଦି ମାଲ୍ଲୁକଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 15:19

ଗାଯକ ହମେନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ।

ପ୍ରଥମ ବଂଶାବଳୀ 16:41

ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହମେନ୍, ୟିଦୂଥୂନଙ୍କୁ ଓ ଅନ୍ୟ ସମସ୍ତ ଲବେୀୟଗଣଙ୍କୁ ନାମଧରି ମନୋନୀତ କରାୟାଇଥିଲା, କାରଣ ସଦାପ୍ରଭୁଙ୍କ ପ୍ ରମେ ଅନନ୍ତକାଳବ୍ଯାପୀ।

ପ୍ରଥମ ବଂଶାବଳୀ 16:42

ହମେନ୍ ଓ ୟିଦୂଥୂନ୍ ସମାନଙ୍କେ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଂଗୀତମାନ ଗାନ କରାୟିବା ସମୟରେ ସମାନେେ ଅନ୍ଯାନ୍ଯ ବାଦ୍ଯ ମଧ୍ଯ ବଜାଉଥିଲେ। ୟିଦୂଥୂନ୍ଙ୍କ ପୁତ୍ରମାନେ ଦ୍ବାର ଜଗି ରହୁଥିଲେ।

ପ୍ରଥମ ବଂଶାବଳୀ 25:1

ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି :

ଗୀତସଂହିତା 73:1

ପରମେଶ୍ବର ସତରେ ଇଶ୍ରାୟେଲର ମଙ୍ଗଳକାରୀ। ଯେଉଁମାନଙ୍କର ହୃଦଯ ପବିତ୍ର ସମାନଙ୍କେ ନିମନ୍ତେ ପରମେଶ୍ବର ମଙ୍ଗଳମଯ ଅଟନ୍ତି।

ଗୀତସଂହିତା 83:1

ହେ ପରମେଶ୍ବର, ତୁମ୍ଭେ ନୀରବ ରୁହ ନାହିଁ! ତୁମ୍ଭର କାନ ବନ୍ଦ କର ନାହିଁ ! ହେ ପରମେଶ୍ବର, ଦୟାକରି କିଛି କୁହ !

Interlinear

Choose Theme