ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।
Cross references
ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିଲେ ନାହିଁ। ଦାଉଦ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଗାଥର ଓବଦଇଦେୋମର ଗୃହ ରେ ରଖିଲେ।
ନିଯମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହ ରେ ତିନିମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ବ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।
ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଜିଖରିଯ ଦ୍ବିତୀୟ ଦଳର ନେତା ଥିଲେ। ଅନ୍ୟ ଲବେୀୟମାନେ ଥିଲେ : ୟିଯଯଲେ, ଶମୀରାମାେତ୍, ୟିହୀଯଲେ, ମତ୍ତଥିଯ, ଇଲୀଯାବ, ବନାଯ, ଓବେଦ୍-ଇଦୋମ୍ ଓ ୟିୟୂଯଲେ। ଏହି ବ୍ଯକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।
ବନାଯ ଓ ୟହସୀଯଲେ, ଏହି ଦୁଇଜଣ ଯାଜକ ସର୍ବଦା ନିଯମସିନ୍ଦୁକ ସମ୍ମୁଖ ରେ ତୂରୀ ବଜାଉଥିଲେ।
ଓବେଦ୍ ଇଦୋମ ଓ ଅନ୍ୟ ଅଠଷଠି ଜଣ ଭ୍ରାତାମାନଙ୍କୁ ସେ ମଧ୍ଯ ସହେି ସ୍ଥାନ ରେ ଛାଡ଼ିଗଲେ। ଯବେୂଥୂନ୍ଙ୍କ ପୁତ୍ର ଓବେଦ୍ ଇଦୋମ୍, ହୋଷ ରକ୍ଷୀ ଥିଲେ।
ୟିଶିଯ ମୀଖାଙ୍କ ଭ୍ରାତା ଥିଲେ।
ଆସଫଙ୍କ ପରିବାରରୁ : ସକ୍କୁର, ଯୋଷେଫ୍, ନଥନିଯ ଓ ଅସା ରେଲ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଚାଳନା କଲେ।
ପ୍ରଥମ ରେ, ଆପଣଙ୍କ ପରିବାରରୁ ଯୋଷଫଙ୍କେୁ ମନୋନୀତ କରାଗଲା।
ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ ; ଓବେଦ୍-ଇଦୋମଙ୍କର ଜେଷ୍ଠ ପୁତ୍ର ଥିଲେ ଶମଯିଯ। ୟିହୋଷାବଦ୍ ତାଙ୍କର ଦ୍ବିତୀୟ ପୁତ୍ର ଥିଲେ। ୟୋଯାଦ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନଲେ ତାଙ୍କର ପଞ୍ଚମ ପୁତ୍ର ଥିଲେ।
ଏହି ସମସ୍ତ ବ୍ଯକ୍ତିଗଣ ଓବେଦ୍-ଇଦୋମଙ୍କର ବଂଶଧର ଥିଲେ। ସହେି ବ୍ଯକ୍ତିଗଣ ଓ ସମାନଙ୍କେର ପୁତ୍ରଗଣ ଓ ଆତ୍ମୀଯମାନେ ମହାପରାକ୍ରମୀ ଥିଲେ। ସମାନେେ ଅତ୍ଯୁତ୍ତମ ପ୍ରହରୀଗଣ ଥିଲେ। ଓବେଦ୍-ଇଦୋମଙ୍କର ବାଷଠି ଜଣ ବଂଶଧର ଥିଲେ।
ଓବେଦ୍-ଇଦୋମଙ୍କୁ ଦକ୍ଷିଣପାଶର୍ବ ଦ୍ବାର ନିମନ୍ତେ ମନୋନୀତ କରାଗଲା ଓ ଆଉ ଯେଉଁ ଗୃହ ରେ ବହୁମୂଲ୍ଯ ସାମଗ୍ରୀମାନ ରଖାୟାଇଥିଲା, ତାହାକୁ ଜଗିବା ନିମନ୍ତେ ଓବେଦ୍ ଇଦୋମଙ୍କର ପୁତ୍ରମାନଙ୍କୁ ମନୋନୀତ କରାଗଲା।