Home Bibles ପ୍ରଥମ ବଂଶାବଳୀ 15:22 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 15:22 · ଓଡ଼ିଆ ବାଇବେଲ

ଲବେୀୟ ନେତା କନନିଯ ଗାଯନ ଦାଯିତ୍ବ ରେ ଥିଲେ। କନନିଯ ସଙ୍ଗୀତ ବିଦ୍ଯା ରେ ଅତ୍ଯନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ୟ୍ଯ ଦତ୍ତ ହାଇେଥିଲା।

Cross references

ପ୍ରଥମ ବଂଶାବଳୀ 15:16

ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।

ପ୍ରଥମ ବଂଶାବଳୀ 15:27

ଦାଉଦ ଓ ନିଯମସିନ୍ଦୁକ ବହୁଥିବା ସମସ୍ତ ଲବେୀୟମାନେ ଓ ଗାଯକ କିଣାନିଯମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ଯ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।

ପ୍ରଥମ ବଂଶାବଳୀ 25:7

ଲବେୀ ଗୋଷ୍ଠୀର ସହେି ବ୍ଯକ୍ତିମାନେ ଓ ସମାନଙ୍କେର ଆତ୍ମୀଯମାନେ ଗାଯନ ବିଦ୍ଯା ରେ ତାଲିମପ୍ରାପ୍ତ ହାଇେଥିଲେ। 288 ଜଣ ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।

Interlinear

Choose Theme