Home Bibles ପ୍ରଥମ ବଂଶାବଳୀ 16:12 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 16:12 · ଓଡ଼ିଆ ବାଇବେଲ

ସଦାପ୍ରଭୁ ଯେଉଁ ସମସ୍ତ ମହତ୍ କର୍ମମାନ କରିଅଛନ୍ତି, ସହେିସବୁ ସ୍ମରଣ କର। ତାଙ୍କର ସିଦ୍ଧାନ୍ତ ସକଳ ଓ ତାହାଙ୍କ କୃତ ପରାକ୍ରମର କାର୍ୟ୍ଯମାନ ସ୍ମରଣ କର।

Cross references

ଯାତ୍ରା ପୁସ୍ତକ 13:3

ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।

ଯାତ୍ରା ପୁସ୍ତକ 13:14

ଭବିଷ୍ଯତ ରେ ତୁମ୍ଭମାନଙ୍କର ସନ୍ତାନମାନେ ପଚାରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସମାନେେ ପଚାରିବେ, 'ଏସବୁର ଅର୍ଥ କ'ଣ? ଏବଂ ତୁମ୍ଭର ଉତ୍ତର ହବେ, 'ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳ ରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭମାନେେ ସଠାେରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସଠାରୁେ ବାହାର କରି ଏଠାକୁ ନଇେ ଆସିଛନ୍ତି।

ପ୍ରଥମ ବଂଶାବଳୀ 16:8

ପରମେଶ୍ବରଙ୍କର ପ୍ରଶଂସା କର, ତାହାଙ୍କ ନାମ ରେ ବୀନତି କର। ସଦାପ୍ରଭୁ ଯେଉଁସବୁ ମହାନ୍ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।

ପ୍ରଥମ ବଂଶାବଳୀ 16:14

ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଟନ୍ତି। ତାଙ୍କର ପରାକ୍ରମ ସର୍ବବ୍ଯାପୀ।

ଗୀତସଂହିତା 19:9

ସଦାପ୍ରଭୁଙ୍କର ଉପାସନା ଆ ଲୋକ ସଦୃଶ। ୟାହା ଚିରକାଳ ଆହୁରି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରେ। ସଦାପ୍ରଭୁଙ୍କର ବିଚାର ପଦ୍ଧତି ନିର୍ମଳ ଓ ନ୍ଯାଯପୂର୍ଣ୍ଣ। ସଗେୁଡ଼ିକ ସର୍ବତୋଭାବେ ସତ୍ଯ।

ଗୀତସଂହିତା 77:11

ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।

ଗୀତସଂହିତା 78:43

ସମାନେେ ମିଶରର ଆଶ୍ଚର୍ୟ୍ଯ କର୍ମ ଏବଂ ସିୟୋନ୍ କ୍ଷେତ୍ରରେ ଆଶ୍ଚର୍ୟ୍ଯ କର୍ମମାନ ଭୁଲିଗଲେ।

ଗୀତସଂହିତା 103:2

ହେ ମାରେ ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶାରେ ନାହିଁ।

ଗୀତସଂହିତା 111:4

ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

ଗୀତସଂହିତା 119:13

ମାେ ଓଷ୍ଠସହ ତୁମ୍ଭର ନ୍ଯାଯପରାଯଣତାକୁ ବାରମ୍ବାର କହିଅଛି।

ଗୀତସଂହିତା 119:20

ମୁଁ ସର୍ବଦା ତୁମ୍ଭର ଶାସନସକଳ ପଢ଼ିବା ପାଇଁ ବହୁତ ଚା ହେଁ।

ଗୀତସଂହିତା 119:75

ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମଯ। ମାେତେ ତୁମ୍ଭେ ଦଣ୍ଡ ଦଇେ ଠିକ୍ କରିଥିଲ।

ଗୀତସଂହିତା 119:137

ହେ ସଦାପ୍ରଭୁ, ତୁମ୍ଭେ ଧାର୍ମିକ ଅଟ। ଏଂ ତୁମ୍ଭର ନିଯମ ସବୁ ଧର୍ମମଯ।

ରୋମୀୟଙ୍କ ପ୍ରତି ପତ୍ର 11:33

ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:7

ମୁଁ ବଦେୀକୁ ଏହା କହିବାର ଶୁଣିଲି,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:2

ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

Interlinear

Choose Theme