ପ୍ରଥମ ବଂଶାବଳୀ 16:20 · ଓଡ଼ିଆ ବାଇବେଲ
ସମାନେେ ଗୋଟିଏ ଦେଶରୁ ଆଉ ଏକ ଦେଶକୁ ଗଲେ, ସମାନେେ ଗୋଟିଏ ରାଜ୍ଯରୁ ଆଉ ଏକ ରାଜ୍ଯକୁ ଗଲେ।
Cross references
ଆଦି ପୁସ୍ତକ 12:10
ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ।
ଆଦି ପୁସ୍ତକ 20:1
ଏହାପରେ ଅବ୍ରହାମ ସଠାରୁେ ଦକ୍ଷିଣ ଦେଶକୁ ୟାତ୍ରାକରି କାଦେଶ ଓ ଶୁର ରେ ମଧ୍ଯସ୍ଥାନ ରେ ଥାଇ ଗରାର ରେ ବାସ କଲେ।
ଆଦି ପୁସ୍ତକ 46:3
ଏହାପରେ ପରମେଶ୍ବର କହିଲେ, ଆମ୍ଭେ ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର। ମିଶରକୁ ୟିବାକୁ ଭୟ କର ନାହିଁ। ମିଶର ରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।
ଆଦି ପୁସ୍ତକ 46:6
ସମାନେେ ମଧ୍ଯ ସମାନଙ୍କେର ଥିବା ସମସ୍ତ ପଶୁ ଏବଂ ସମାନେେ ଯାହା ଜିନିଷ କିଣାନ ଦେଶ ରେ ଅର୍ଜନ କରିଥିଲେ ଏବଂ ତାହାସବୁ ମିଶର ଦେଶକୁ ନେଲେ, ଯାକୁବଙ୍କର ସମସ୍ତ ବଂଶଧରଙ୍କର ସହିତ।