କିନ୍ତୁ ସଦାପ୍ରଭୁ କାହାରିକୁ ସମାନଙ୍କେୁ ଆଘାତ କରିବାକୁ ଅନୁମତି ଦେଲେ ନାହିଁ, ସମାନଙ୍କେୁ ଆଘାତ ନ କରିବାକୁ ସଦାପ୍ରଭୁ ରାଜାଗଣଙ୍କୁ ସତର୍କ କରାଇ ଦେଲେ।
Cross references
ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।
କିନ୍ତୁ ଏକ ରାତି ରେ, ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀ ଲୋକକୁ ଆଣିଛ ସେ ବିବାହିତା।
ସହେି ରାତି ରେ ପରମେଶ୍ବର ଲାବନକୁ ସ୍ବପ୍ନ ରେ ଦର୍ଶନ ଦେଲେ। ପରମେଶ୍ବର କହିଲେ, ସାବଧାନ ହୁଅ! ଯାକୁବ କହିଥବା ପ୍ରେତ୍ୟକକ କଥାପାଇଁ ସାବଧାନ ହୁଅ।
ତୁମ୍ଭକୁ ଆଘାତ କରିବା ପାଇଁ ମାରେ ଶକ୍ତି ଅଛି। କିନ୍ତୁ ଗତ ରାତି ରେ ତୁମ୍ଭ ପିତାଙ୍କର ପରମେଶ୍ବର ସ୍ବପ୍ନ ରେ ମାେତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ।
ମାହେର ପୂର୍ବପୁରୁଷଙ୍କ ପରମେଶ୍ବର ଅବ୍ରହାମଙ୍କ ପରମେଶ୍ବର ଓ ଇସ୍ହାକର ଭୟନାଶକ ପରମେଶ୍ବର ଯବେେ ମାେ ସହିତ ନଥାନ୍ତେ, ତବେେ ଅବଶ୍ଯ ଏବେ ତୁମ୍ଭେ ମାେତେ ତୁଚ୍ଛା ହାତ ରେ ବିଦାଯ କରିଥାନ୍ତ। ପରମେଶ୍ବର ମାରେ ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରି ରେ ତୁମ୍ଭକୁ ଧମକାଇଲେ।
ପ୍ରଭାତ ରେ, ଫାରୋ ନଦୀକୁ ଯିବେ। ନଦୀ କୂଳ ରେ ଫାରୋଙ୍କୁ ଅପେକ୍ଷା କର। ସହେି ଆଶାବାଡିକୁ ତୁମ୍ଭ ସହିତ ନିଅ ଯାହା ସର୍ପ ହାଇେ ୟାଇଥିଲା।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରଭାତରୁ ଉଠି ଓ ଫାରୋଙ୍କ ନିଟକୁ ୟାଅ। ତାଙ୍କୁ କୁହ ଏବ୍ରୀଯ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ବର କହନ୍ତି, ' ମାରେ ଲୋକମାନଙ୍କୁ ମାରେ ଉପାସନା ପାଇଁ ଛାଡ।
ମାୟୋବ ଓ ଅମ୍ମାନରେ ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହାଇେଥିଲେ ଏବଂ ସମାନଙ୍କେୁ ଅପମାନିତ କରିଥିଲେ।