Home Bibles ☰ Books ପ୍ରଥମ ବଂଶାବଳୀ 16:22 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 16:22 · ଓଡ଼ିଆ ବାଇବେଲ

ସଦାପ୍ରଭୁ ସହେି ରାଜାମାନଙ୍କୁ କହିଲେ, ଆମ୍ଭର ମନୋନୀତ ବ୍ଯକ୍ତିଙ୍କୁ ସ୍ପର୍ଶ କର ନାହିଁ। ଆମ୍ଭର ଭବଷ୍ଯଦବକ୍ତାମାନଙ୍କୁ ଆଘାତ କର ନାହିଁ।

Cross references

ଆଦି ପୁସ୍ତକ 20:7

ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।

ଆଦି ପୁସ୍ତକ 27:39

ତା'ପରେ ଇସ୍ହାକ ତାଙ୍କୁ କହିଲେ, ତୁମ୍ଭେ ବାହା ରେ ବର୍ଷା ରେ ରହିବ ଏବଂ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦବେ।

ଆଦି ପୁସ୍ତକ 48:19

କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।

ଆଦି ପୁସ୍ତକ 49:8

ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।

ପ୍ରଥମ ରାଜାବଳୀ 19:16

ଆଉ ନିମ୍ଶିର ପୁତ୍ର ଯହେୂକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କର। ଆଉ ଆବଲହେୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନ ରେ ଭବିଷ୍ଯଦ୍ବକ୍ତା ରୂପେ ଅଭିଷକେ କର।

ଗୀତସଂହିତା 105:15

ପରମେଶ୍ବର କହିଲେ, ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ। ଏବଂ ଆମ୍ଭର ଭବିଷ୍ଯଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 2:27

ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।

Interlinear

Choose Theme