Home Bibles ପ୍ରଥମ ବଂଶାବଳୀ 16:39 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 16:39 · ଓଡ଼ିଆ ବାଇବେଲ

ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିଯୋନସ୍ଥିତ ଉଚ୍ଚ ସ୍ଥାନ ରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖ ରେ ସବୋକାର୍ୟ୍ଯ କରୁଥିବା ଅନ୍ୟ ଯାଜକମାନଙ୍କୁ ସଠାେରେ ଛାଡ଼ି ଗଲେ।

Cross references

ପ୍ରଥମ ରାଜାବଳୀ 3:4

ଶ ଲୋମନ ବଳିଦାନ ନିମନ୍ତେ ଗିବିଯୋନକୁ ଗଲେ, କାରଣ ତାହା ବଡ ଉଚ୍ଚସ୍ଥଳୀ ଥିଲା। ସେ ସହେି ୟଜ୍ଞବଦେୀ ଉପରେ ଏକ ସହସ୍ର ହାମବେଳି ଉତ୍ସର୍ଗ କଲେ।

ପ୍ରଥମ ବଂଶାବଳୀ 12:28

ସାଦୋକ୍ ମଧ୍ଯ ସହେି ଦଳ ରେ ଥିଲେ। ସେ ଜଣେ ସାହସୀ ୟୁବା ସୈନ୍ଯ ଥିଲେ। ସେ ତାଙ୍କ ପରିବାରର ବାଇଶ ଜଣ କାର୍ୟ୍ଯକାରୀଙ୍କ ସହିତ ଆସିଲେ।

ପ୍ରଥମ ବଂଶାବଳୀ 15:11

2 ଜଣ ଲୋକ ଆସିଲେ। ଅମ୍ମୀନାଦବ ସମାନଙ୍କେର ନେତା ଥିଲେ। ଏହାପରେ ଦାଉଦ, ଯାଜକ ସାଦୋକ ଓ ଅବିଯାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲବେୀୟମାନଙ୍କୁ ମଧ୍ଯ ଡାକିଲେ : ଉରିଯଲେ, ଅସାଯ, ଯାୟେଲ, ଶମଯିଯ, ଇଲୀଯଲେ ଓ ଅମ୍ମୀନାଦବ।

ପ୍ରଥମ ବଂଶାବଳୀ 21:29

ଗିବିଯୋନ ସହରର ଉଚ୍ଚସ୍ଥାନ ରେ ପବିତ୍ର ତମ୍ବୁ ଓ ହାମବେଳି, ନବୈେଦ୍ଯର ବଦେୀ ଥିଲା। ଇଶ୍ରାୟେଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମାଶାେ ପବିତ୍ର ତମ୍ବୁ ନିର୍ମାଣ କରିଥିଲେ।

ଦିତୀୟ ବଂଶାବଳୀ 1:3

ଏହାପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଏବଂ ଗିବିୟୋନର ପର୍ବତ ଶିଖରସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ବରଙ୍କ ସମାଗମ ତମ୍ବୁ ସଠାେରେ ଥିଲା। ଯେତବେେଳେ ସମାନେେ ମରୁ ପ୍ରାନ୍ତର ରେ ଥିଲେ ସଦାପ୍ରଭୁଙ୍କ ଦାସ ମାଶାେ ସହେି ତମ୍ବୁ ନିର୍ମାଣ କରିଥିଲେ।

ଦିତୀୟ ବଂଶାବଳୀ 1:13

ତା'ପରେ ଶଲୋମନ ସମାଗମ ତମ୍ବୁକୁ ତ୍ଯାଗ କଲେ ଏବଂ ଯେଉଁଟାକି ଗିବିଯୋନ ରେ ଏକ ଉପାସନା ସ୍ଥଳ ରେ ଥିଲା, ୟିରୁଶାଲମକୁ ଇଶ୍ରାୟେଲର ରାଜା ଫରେିଗଲେ ଓ ଶାସନ କଲେ।

Interlinear

Choose Theme