Home Bibles ପ୍ରଥମ ବଂଶାବଳୀ 17:12 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 17:12 · ଓଡ଼ିଆ ବାଇବେଲ

ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ଯଭାର ଦବୋ।

Cross references

ପ୍ରଥମ ରାଜାବଳୀ 5:5

ସଦାପ୍ରଭୁ ମାରେ ପିତା ଦାଉଦଙ୍କୁ ଶପଥ କରିଥିଲେ, 'ଆମ୍ଭେ ତୁମ୍ଭ ବଦଳ ରେ ତୁମ୍ଭ ପୁତ୍ରକୁ ସିଂହାସନ ରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।' ମୁଁ ବର୍ତ୍ତମାନ ସଦାପ୍ରଭୁ ମାରେପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଛି।

ପ୍ରଥମ ରାଜାବଳୀ 8:19

କିନ୍ତୁ ତୁମ୍ଭେ ସହେି ମନ୍ଦିର ନିର୍ମାଣ କରିବ ନାହିଁ, ତୁମ୍ଭର ଔରସଜାତ ସନ୍ତାନ ଆମ୍ଭ ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବ।'

ପ୍ରଥମ ବଂଶାବଳୀ 22:9

କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିଯ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତି ରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗ ରେ ଥିବା ଶତ୍ରୁମାନେ ତାହାକୁ ବ୍ଯତିବ୍ଯସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହବୋ ସମୟରେ ଆମ୍ଭେ ଇଶ୍ରାୟେଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା।

ପ୍ରଥମ ବଂଶାବଳୀ 28:6

ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି ? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।

ଦିତୀୟ ବଂଶାବଳୀ 3:1

ୟିରୁଶାଲମର ମାରେିଯା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ୟ୍ଯ ଆରମ୍ଭ କଲେ। ଏହି ମାରେିଯା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହାଇେଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସହେି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସହେି ସ୍ଥାନଟି ୟିବୂଷୀଯ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।

ଏଜ୍ରା 5:11

ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,

ଗୀତସଂହିତା 72:17

ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।

ଗୀତସଂହିତା 89:4

ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।

ଗୀତସଂହିତା 89:5

ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ।

ଗୀତସଂହିତା 89:29

ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

ଯିଶାଇୟ 9:7

ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।

ଦାନିଏଲ 2:44

ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।

ଯିଖରିୟ 6:12

ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।

ଯୋହନଲିଖିତ ସୁସମାଚାର 2:19

ଯୀଶୁ ଉତ୍ତର ଦେଲେ, ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧିଅରେ ପୁନର୍ବାର ନିର୍ମାଣ କରି ଦବେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:47

କିନ୍ତୁ ଶଲୋମନ ତାହାଙ୍କ ପାଇଁ ଗୋଟିଏ ମନ୍ଦିର ନିର୍ମାଣ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:25

କିନ୍ତୁ ଯେତେ ଦିନ ପର୍ୟ୍ଯନ୍ତ ପରମେଶ୍ବର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, େସତଦେିନ ପର୍ୟ୍ଯନ୍ତ ଖ୍ରୀଷ୍ଟ ରାଜତ୍ବ କରିବେ।

କଲସୀୟଙ୍କ ପ୍ରତି ପତ୍ର 2:9

ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

Interlinear

Choose Theme