ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ଯର ଦାଯିତ୍ବ ଦବୋ ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।'
Cross references
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।
ସେ ମହାନ୍ ହବେେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ବରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ବର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।