Home Bibles ପ୍ରଥମ ବଂଶାବଳୀ 17:2 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 17:2 · ଓଡ଼ିଆ ବାଇବେଲ

ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ବର ତୁମ୍ଭ ସହିତ ରେ ଅଛନ୍ତି।

Cross references

ଯିହୋଶୂୟ 9:14

ତେଣୁ ସମାନେେ ସମାନଙ୍କେର ଖାଦ୍ୟ ନମକ୍ସ୍ଟନାକକ୍ସ୍ଟ ପରୀକ୍ଷା କଲେ। କିନ୍ତୁ ଏହା ପାଇଁ ସମାନେେ ସଦାପ୍ରଭୁଙ୍କର ଅନକ୍ସ୍ଟମତି ଲୋଡି ନଥିଲେ।

ପ୍ରଥମ ଶାମୁୟେଲ 10:7

ସମ୍ଭବତଃ ସହେି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ବର ତକ୍ସ୍ଟମ୍ଭ ସହିତ ଅଛନ୍ତି।

ପ୍ରଥମ ଶାମୁୟେଲ 16:7

କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।

ଦିତୀୟ ଶାମୁୟେଲ 7:3

ନାଥନ ରାଜା ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭର ଯାହା ଇଛା ତାହା କର, କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଅଛନ୍ତି।

ପ୍ରଥମ ରାଜାବଳୀ 8:17

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ସମ୍ମାନାର୍ଥେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମାରେ ପିତା ଦାଉଦ ବିଶଷେ ଭାବରେ ମନସ୍ଥ କରିଥିଲେ।

ପ୍ରଥମ ବଂଶାବଳୀ 22:7

ଦାଉଦ ଶଲୋମନଙ୍କୁ କହିଲେ, ମାରେ ପୁତ୍ର, ମୁଁ ମାରେ ପରମେଶ୍ବର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି।

ପ୍ରଥମ ବଂଶାବଳୀ 28:2

ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, ହେ ମାରେ ଭ୍ରାତା ଓ ମାରେ ଲୋକଗଣ, ମାରେ କଥା ଶୁଣ। ମାରେ ହୃଦଯ ରେ ମୁଁ ସଦାପ୍ରଭୁଙ୍କ ନିଯମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକ ମୁଁ ଇଚ୍ଛା କରିଥିଲି। ପରମେଶ୍ବରଙ୍କ ପାଦପୀଠ ହବୋ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ବରଙ୍କ ସହେି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନକେ ଯୋଜନାମାନ କରିଥିଲି।

ଗୀତସଂହିତା 20:4

ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।

ଯିଖରିୟ 8:23

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ସହେି ଦିନମାନଙ୍କ ରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ଯରୁ ଦଶଜଣ ଲୋକ, ଜଣେ ୟିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, 'ତୁମ୍ଭ ସହିତ ଆମ୍ଭେ ୟିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି।'

ଲୂକଲିଖିତ ସୁସମାଚାର 1:28

ସ୍ବର୍ଗଦୂତ ସହେି କନ୍ଯା ପାଖକୁ ଆସି କହିଲେ, ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:9

କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ଯତ୍ ବାଣୀ ଆଂଶିକ ହବୋରୁ ଏହା ଲୋପ ହବେ।

Interlinear

Choose Theme