Home Bibles ପ୍ରଥମ ବଂଶାବଳୀ 17:7 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 17:7 · ଓଡ଼ିଆ ବାଇବେଲ

ବର୍ତ୍ତମାନ, ଏହିସବୁ ବିଷଯ ମାରେ ଦାସ ଦାଉଦକୁ କୁହ : ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ଯରୁ ଓ ମଷେ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇଶ୍ରାୟେଲ ଉପରେ ରାଜା କଲୁ।

Cross references

ଯାତ୍ରା ପୁସ୍ତକ 3:1

ଯିଥ୍ରୋ ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋମିଦିଯନୀଯମାନଙ୍କ ଯାଜକ ଥିଲେ। ମାଶାେ ତାଙ୍କ ଶ୍ବଶୁରଙ୍କର ମଷେପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମାଶାେ ତାଙ୍କ ମଷେପଲଙ୍କୁ ମରୁଭୂମିର ପଶ୍ଚିମପଟକୁ ଆଗଇେ ନେଲେ। ମାଶାେ ହାରେବେ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ବରଙ୍କର ପର୍ବତ ଥିଲା।

ପ୍ରଥମ ଶାମୁୟେଲ 16:11

ଶାମକ୍ସ୍ଟଯଲେ ୟିଶୀଙ୍କକ୍ସ୍ଟ କହିଲେ, ତୁମ୍ଭର ସବୁ ସନ୍ତାନ କ'ଣ ଏଠା ରେ ଅଛନ୍ତି?

ପ୍ରଥମ ଶାମୁୟେଲ 17:15

କିନ୍ତୁ ଦାଉଦ ଆପଣା ପିତାର ମଷେପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରକ୍ସ୍ଟ ବୈଥଲହମେକକ୍ସ୍ଟ ସମୟ ସମୟରେ ୟାଅ ଆସ କରୁଥାନ୍ତି।

ଦିତୀୟ ଶାମୁୟେଲ 6:21

ତା'ପରେ ଦାଉଦ ମୀଖଲକକ୍ସ୍ଟ କହିଲେ, ତାହାତ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହେଲା। ସତେ ତକ୍ସ୍ଟମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇଶ୍ରାୟେଲ ଉପରେ ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତି କରିବାକୁ ମାେତେ ମନୋନୀତ କରିଛନ୍ତି। ଏହି ହତେକ୍ସ୍ଟ ମୁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବି।

ଦିତୀୟ ଶାମୁୟେଲ 7:8

ତେଣୁ ଏବେ ତୁମ୍ଭେ ମାେ ଦାସ ଦାଉଦକକ୍ସ୍ଟ ଏପରି କକ୍ସ୍ଟହ, 'ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମିଁ ତୁମ୍ଭମାନଙ୍କୁ ଆଣିଲି। ଯେତବେେଳେ ତୁମ୍ଭମାନେେ ଗ୍ଭରଣ ଭୂମିରେ ମଷେପଲଗକ୍ସ୍ଟଡିକ ପଛ ରେ ଅନକ୍ସ୍ଟସରଣ କରୁଥିଲ। ମୁ ତୁମ୍ଭମାନଙ୍କୁ ମାରେ ଇଶ୍ରାୟେଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନଇେ ଆସିଲି।

ଦିତୀୟ ବଂଶାବଳୀ 6:6

କିନ୍ତୁ ଆମ୍ଭେ ବର୍ତ୍ତମାନ ୟିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ। ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇଶ୍ରାୟେଲକୁ ନତେୃତ୍ବ ଦବୋ ନିମନ୍ତେ ମନୋନୀତ କରିଅଛୁ।'

ଗୀତସଂହିତା 78:70

ପରମେଶ୍ବର ଦାଉଦଙ୍କୁ ତାଙ୍କର ବିଶଷେ ଦାସରୂପେ ମନୋନୀତ କଲେ ଓ ମଷେ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।

ଆମୋଷ 7:14

ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।

ମାଥିଉଲିଖିତ ସୁସମାଚାର 2:6

' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2

ମାଥିଉଲିଖିତ ସୁସମାଚାର 4:18

ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

ଲୂକଲିଖିତ ସୁସମାଚାର 5:10

ଜବଦେିଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ଯ ସହେିଭଳି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଶିମାନଙ୍କେ ସାଙ୍ଗ ରେ ଏକାଠି କାମ କରୁଥିଲେ।

Interlinear

Choose Theme