ବନାଯ, କରେଥୀଯ ଓ ପଲେଥୀଯ ରକ୍ଷୀମାନଙ୍କର ଦାଯିତ୍ବ ରେ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସବୋ ନିମନ୍ତେ ମୁଖ୍ଯ ପଦାଧିକାରୀ ଥିଲେ।
Cross references
ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।
ପକ୍ସ୍ଟଣି ତାଙ୍କର ସମସ୍ତ କର୍ମଗ୍ଭରୀ ଅଗ୍ରସର ହେଲେ। ଗାଥ ନଗରରକ୍ସ୍ଟ ତାଙ୍କ ପେଛ ପେଛ ଯେଉଁ 600 ଲୋକ ଆସିଥିଲେ, ସମାନେେ ସମସ୍ତେ କରେଥୀଯ, ପଲେଥୀଯ ଓ ଗାଥୀଯ ଲୋକ ଥିଲେ। ସମାନେେ ସମସ୍ତେ ରାଜାଙ୍କର ଆଗ ରେ ପାର ହାଇେ ଗଲେ।
ତେଣୁ ଯୋୟାବ ୟିରକ୍ସ୍ଟଶାଲମ ଛାଡି ବିଖ୍ରିର ପକ୍ସ୍ଟତ୍ର ଶବେଃର ପେଛ ଗୋଡ଼ାଇଲା। ଯୋୟାବ ତାଙ୍କ ସହିତ ତାଙ୍କର ଲୋକ, କରେଥୀଯ, ପଲେଥୀଯ ଓ ସମସ୍ତ ବୀରମାନେ ତାଙ୍କ ସହିତ ବାହାରିଲେ।
ସେ ସମୟରେ ଯୋୟାବ ସମସ୍ତ ଇଶ୍ରାୟେଲର ସୈନ୍ଯଦଳର ଦଳପତି ଥିଲେ। ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ମକ୍ସ୍ଟଖ୍ଯ ଥିଲେ।
ସେ ଏହି ତିନିଙ୍କ ମଧିଅରେ ପ୍ରସିଦ୍ଧ ଥିଲା। ଏହି ହତେକ୍ସ୍ଟ ସେ ସମାନଙ୍କେର ସନୋପତି ହେଲା। ତଥାପି ସେ ପ୍ରଥମ ତିନିଜଣଙ୍କ ତକ୍ସ୍ଟଲ୍ଯ ନ ଥିଲା।
ତେଣୁ ଯାଜକ ସାଦୋକ, ଭବିଷ୍ଯଦ୍ବକ୍ତା ନାଥନ ଓ ଯିହାୟୋଦାରଦାର ପୁତ୍ର ବନାଯ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀଯ ଆଦେଶ ପାଳନ କଲେ। ସମାନେେ ରାଜ ଶଲୋମନଙ୍କୁ ଦାଉଦଙ୍କର ଗଧ ଉପରେ ବସାଇ ଗୀହାନେ ଝରଣା ନିକଟକୁ ନଇଗେଲେ।
ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ଯଦ୍ବକ୍ତା ନାଥନଙ୍କୁ, ଯିହାୟୋଦାରଦାର ପୁତ୍ର ବନାଯକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସମାନେେ ତାଙ୍କୁ ରାଜାଙ୍କ ନିଜ ଖଚର ରେ ଆରୋହଣ କରାଇଲେ।
ଏହାପରେ ଯିହାୟୋଦାର ପୁତ୍ର ବନାଯ ୟାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହ ରେ ତାହାର କବର ଦିଆଗଲା।
ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।
ତୁମ୍ଭେ କରେଥୀଯର ଲୋକମାନେ, ତୁମ୍ଭମାନେେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷଯ ରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭମାନେେ ସମସ୍ତେ ଧ୍ବଂସ ହବେ। ତୁମ୍ଭମାନଙ୍କ ମଧ୍ଯରୁ କହେି ବଞ୍ଚିବେ ନାହିଁ।