ଯୋୟାବ ଅବୀଶଯଙ୍କୁ କହିଲେ, ଯଦି ଅରାମର ସୈନ୍ଯଦଳ ମାେ' ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ତୁମ୍ଭେ ମାେତେ ନିତାନ୍ତ ସାହାୟ୍ଯ କରିବ। କିନ୍ତୁ ଯଦି ଅେମ୍ମାନୀୟ ସୈନ୍ଯଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।
Cross references
ଏଣୁ ଯକେୈଣସି ସ୍ଥାନ ରେ ତୂରୀର ଶଦ୍ଦ ଶୁଣିବ, ସେ ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିବ। ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କ ପକ୍ଷ ରେ ୟୁଦ୍ଧ କରିବେ।
ଏକ ଜଣରୁ ଦୁଇଜଣ ଭଲ। କାରଣ ସମାନେେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।
ଖ୍ରୀଷ୍ଟଙ୍କ ସୁସମାଚାର ଯୋଗ୍ଯ ଜୀବନ ଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହାଦ୍ବାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂର ରେ ଥାଏ ; ତୁମ୍ଭ ବିଷୟ ରେ ଶୁଣିବି ଯେ ତୁମ୍ଭମାନେେ ଏକ ଉଦ୍ଦେଶ୍ଯ ରେ, ଏକମନ ହାଇେ, ସୁସମାଚାରରୁ ଉତ୍ପନ୍ନ ବିଶ୍ବାସ ପାଇଁ ଦୃଢ଼ ଭାବରେ କାର୍ୟ୍ଯ କରୁଛ।