ପ୍ରଥମ ବଂଶାବଳୀ 2:18 · ଓଡ଼ିଆ ବାଇବେଲ
କାଲେବ୍ ହିଷ୍ରୋଣଙ୍କର ପୁତ୍ର ଥିଲେ। କାଲବଙ୍କେର ନିଜ ସ୍ତ୍ରୀ ଅସୂବାରଙ୍କଠାରୁ ସନ୍ତାନ ଜନ୍ମ ହାଇେଥିଲେ। ଅସୂବାର ୟିରୀଯୋତର କନ୍ଯା ଥିଲେ। ଅସୂବାରଙ୍କର ପୁତ୍ରମାନେ ଥିଲେ : ଯେଶର, ଶୋବବ୍ ଓ ଅର୍ଦୋନ।
Cross references
ପ୍ରଥମ ବଂଶାବଳୀ 2:9
ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ୟିରହମଲେ, ରାମ୍ ଓ କାଲୁବାଯ।
ପ୍ରଥମ ବଂଶାବଳୀ 2:24
ହିଷ୍ରୋଣ ମୃତ୍ଯୁବରଣ କଲାପରେ, କାଲବଙ୍କେର ସ୍ତ୍ରୀ ଇଫ୍ରଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀ ନାମ ଅବିଯାହ) ସହେି ପୁତ୍ରର ନାମ ଦିଆଗଲା ଅହୂସର। ଅହୂସର ତକୋଯ ସହର ପ୍ରତିଷ୍ଠା କରିଥିଲେ।
ପ୍ରଥମ ବଂଶାବଳୀ 2:42
କାଲେବ୍ ୟିରହମଲଙ୍କେର ଭ୍ରାତା ଥିଲେ। କାଲବଙ୍କେର କେତାଟେି ପୁତ୍ର ଥିଲେ। ପ୍ରଥମ ପୁତ୍ର ଥିଲେ ମଶାେ। ମଶାେ ସୀଫ୍ଙ୍କର ପିତା ଥିଲେ। କାଲବଙ୍କେର ଆହୁରି ମଧ୍ଯ ପୁତ୍ର ଥିଲେ। ମା ରଶାେ ହିବ୍ରୋଣଙ୍କ ପିତା ଥିଲେ।
ପ୍ରଥମ ବଂଶାବଳୀ 2:46
କାଲବଙ୍କେର ଦାସୀର ନାମ ଥିଲା ଐଫା। ଐଫା ହାରଣ, ମାେତ୍ସା ଓ ଗା ସେସଙ୍କର ମାତା ଥିଲେ। ହାରଣ ଗା ସେସଙ୍କର ପିତା ଥିଲେ।
ପ୍ରଥମ ବଂଶାବଳୀ 4:1
ଯିହୁଦାଙ୍କର ପୁତ୍ରଗଣଙ୍କ ତାଲିକା ଏହିପରି ଅଟେ। ସମାନେେ ଥିଲେ ପରେସ, ହିଷ୍ରୋଣ, କର୍ମି, ହୂର ଓ ଶାେବଲ୍।