Home Bibles ☰ Books ପ୍ରଥମ ବଂଶାବଳୀ 2:4 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 2:4 · ଓଡ଼ିଆ ବାଇବେଲ

ଯିହୁଦାଙ୍କର ପୁତ୍ରବଧୂ ତାମର ପରେସ ଓ ସରହଙ୍କେୁ ଜନ୍ମ ଦଲୋ। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।

Cross references

ଆଦି ପୁସ୍ତକ 38:11

ଏହାପରେ ଯିହୁଦା ତା'ର ପୁତ୍ର ବଧୁ ତାମରକୁ କହିଲେ, ତୁମ୍ଭେ ତୁମ୍ଭର ପିତୃ ଗୃହକୁ ୟାଅ। ଏବଂ ମାରେ କନିଷ୍ଠ ପୁତ୍ରଶିଲା ୟୁବକ ନ ହବୋ ପର୍ୟ୍ଯନ୍ତ ବିବାହ କର ନାହିଁ। ଯିହୁଦା ଭୟ କଲେ ଯେ ଯଦି ତା'ର ଭାଇମାନଙ୍କ ପରି ଶଲୋ ହିଁ ମରିୟିବ। ଏଣୁ ତାମର ତା' ପିତୃ ଗୃହକୁ ୟାଇ ବାସକଲା।

ଆଦି ପୁସ୍ତକ 38:13

ତାମର ଯିହୁଦାଠାରୁ ଜାଣିଲା ଯେ, ତା'ର ଶଶୁର ମଷେମାନଙ୍କର ଲୋମ କାଟିବାକୁ ତିମ୍ନାଥା ଯାଉଛନ୍ତି।

ଆଦି ପୁସ୍ତକ 38:29

ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ ତାହାର ଭ୍ରାତା ଭୂମିଷ୍ଠ ହେଲା, ତହିଁରେ ଧାତ୍ରୀ କହିଲା, ତୁମ୍ଭେ ଜାରେ କରି ଭଦେ କରିଅଛ। ତେଣୁ ତା'ର ନାମ ପରେସ୍।

ଆଦି ପୁସ୍ତକ 38:30

ଏହାପରେ ଅନ୍ୟ ପିଲାଟି ଜନ୍ମ ନଲୋ, ଏହି ପିଲାଟିର ହସ୍ତ ରେ ସିନ୍ଦୁର ବର୍ଣ୍ଣ ତା'ର ହାତ ରେ ଥିଲା, ସେ ତା'ର ନାମ ସରହେ ଦେଲେ।

ଗଣନା ପୁସ୍ତକ 26:13

ସରହଠାରୁେ ସରହେୀଯ ଗୋଷ୍ଠୀ; ଶୌଲଠାରୁ ଶୌଲୀଯ ଗୋଷ୍ଠୀ,

ଗଣନା ପୁସ୍ତକ 26:20

ସରହଠାରୁେ ସରହେୀଯ ଗୋଷ୍ଠୀ। ଯିହୁଦାର ଦୁଇପୁତ୍ର ଏର ଓ ଓନନ କିଣାନ ଦେଶ ରେ ହତ୍ଯା କରାୟାଇଥିଲେ।

ରୂତର ବିବରଣ 4:12

ସଦାପ୍ରଭୁ ଏହି ୟକ୍ସ୍ଟବତୀ ଦ୍ବାରା ତୁମ୍ଭକୁ ଯେଉଁ ସନ୍ତାନ ଦବେେ, ତାହା ଦ୍ବାରା ତୁମ୍ଭର ବଂଶ ତାମର ଗର୍ଭ ରେ ୟକ୍ସ୍ଟହକ୍ସ୍ଟଦା ରେ ଜନ୍ମିତ ପରେସର ବଂଶ ତକ୍ସ୍ଟଲ୍ଯ ହେଉ।

ରୂତର ବିବରଣ 4:18

ପରେସର ବଂଶାବଳୀ ଏହି ପ୍ରକାର, ପରେସର ପକ୍ସ୍ଟତ୍ର ହିଷ୍ରୋଣ,

ପ୍ରଥମ ବଂଶାବଳୀ 4:1

ଯିହୁଦାଙ୍କର ପୁତ୍ରଗଣଙ୍କ ତାଲିକା ଏହିପରି ଅଟେ। ସମାନେେ ଥିଲେ ପରେସ, ହିଷ୍ରୋଣ, କର୍ମି, ହୂର ଓ ଶାେବଲ୍।

ପ୍ରଥମ ବଂଶାବଳୀ 9:4

ଊଥଯ ଅମ୍ମୀହୂଦ୍ଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପରେସ୍ଙ୍କ ଜଣେ ବଂଶଧର ଥିଲେ। ପରେସ୍ ଯିହୁଦାଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 9:6

ୟିରୁଶାଲମ ରେ ବାସ କରୁଥିବା ସରହରେ ଲୋକମାନେ ଥିଲେ, ୟୁଯଲେ ଓ ତାଙ୍କର ଆତ୍ମୀଯମାନେ। ସମାନେେ ସମୁଦାଯ 690 ଜଣ ଥିଲେ।

ନିହିମିୟା 11:4

ଯିହୁଦାର ବଂଶଧରଗୁଡିକ ମଧ୍ଯରୁ ଓ ବିନ୍ଯାମୀନର ବଂଶଧରଗୁଡିକ ମଧ୍ଯରୁ, କେତକେ ଲୋକ ୟିରୁଶାଲମ ରେ ବାସ କଲେ।

ନିହିମିୟା 11:24

ଯିହୁଦାର ପୁତ୍ର ସରହରେ ବଂଶଜାତ ମଶଷେବଲରେ ପୁତ୍ର ପଥାହିଯ ଲୋକମାନଙ୍କ ସମସ୍ତ କାର୍ୟ୍ଯ ବିଷଯ ରେ ରାଜାଙ୍କୁ ଉପଦେଶ ଦେଲେ।

ମାଥିଉଲିଖିତ ସୁସମାଚାର 1:3

ୟିହୂଦା, ଫରେସ ଓ ସରହଙ୍କେ ବାପା।

ଲୂକଲିଖିତ ସୁସମାଚାର 3:33

ବହଶୋନ ଅମ୍ମୀନାଦାବଙ୍କ ପୁତ୍ର।

Interlinear

Choose Theme