Home Bibles ପ୍ରଥମ ବଂଶାବଳୀ 2:55 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 2:55 · ଓଡ଼ିଆ ବାଇବେଲ

ଏବଂ ୟାବେସ୍ ରେ ବାସ କରୁଥିବା ଲିପିକାରମାନଙ୍କର ପରିବାରସବୁ ତିରିଯାଥୀଯ, ଶିମିଯଥୀଯ ଓ ସୁଖାଥୀଯ ଥିଲେ। ଏହି କୀନୀଯ ଲୋକମାନେ ହମ୍ମତରୁ ଆସିଥିଲେ। ହମ୍ମତ୍ ବେଥ- ରଖାବରେ ପ୍ରତିଷ୍ଠାତା ଥିଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 1:16

କିଣାନୀଯମାନେ ଖଜକ୍ସ୍ଟରୀପକ୍ସ୍ଟରସ୍ଥର ସହର ଯରେିକୋକକ୍ସ୍ଟ ପରିତ୍ଯାଗ କଲେ ଏବଂ ୟିହକ୍ସ୍ଟଦାର ଲୋକମାନଙ୍କ ସହିତ ୟିହକ୍ସ୍ଟଦାର ମରକ୍ସ୍ଟଅଞ୍ଚଳ ରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କନେୀଯ ଲୋକମାନେ ମାଶାଙ୍କେର ଶ୍ବଶକ୍ସ୍ଟର ଘର ପରିବାରରକ୍ସ୍ଟ ଥିଲେ।

ବିଚାରକର୍ତାମାନଙ୍କ ବିବରଣ 4:11

ବର୍ତ୍ତମାନ ହବରେ ନାମକ ଜଣେ ଲୋକ କନେୀଯରକ୍ସ୍ଟ ଥିଲେ। ସେ ଅନ୍ୟ କନେୀଯଙ୍କକ୍ସ୍ଟ ପରିତ୍ଯାଗ କଲେ। ସମାନେେ ହୋବରର ବଂଶଧରଗଣ ଯେ କି ମାଶାରେ ଶ୍ବଶୂର ଥିଲେ। ହବରେ, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କଦେେଶ ପାଖ ରେ ତାଙ୍କର ତମ୍ବୁ ଆଲୋନ୍ ବୃକ୍ଷ ଦ୍ବାରା ସ୍ଥାପନ କଲେ।

ପ୍ରଥମ ଶାମୁୟେଲ 15:6

ଶାଉଲ କନୋଯମାନଙ୍କୁ କହିଲେ, ୟାଅ, ଅମାଲକେ ଛାଡି ଗ୍ଭଲିୟାଅ। କାରଣ ମୁ ଅମାଲକେୀଯଙ୍କ ସହ ତୁମ୍ଭମାନଙ୍କୁ ହତ୍ଯା କରିବାକୁ ଗ୍ଭ ହେଁ ନାହିଁ। ତୁମ୍ଭମାନେେ ଇଶ୍ରାୟେଲୀୟମାନଙ୍କୁ ମିଶର ଛାଡି ଆସିବା ବେଳେ ସମାନଙ୍କେୁ ଦୟା ପ୍ରଦର୍ଶନ କରିଥିଲ। ତେଣୁ କନେୀଯମାନେ ଅମାଲକେ ପ୍ରତ୍ଯାବର୍ତ୍ତନ କଲେ।

ଦିତୀୟ ରାଜାବଳୀ 10:15

ଏହାପରେ ଯହେୂ ସଠାରୁେ ପ୍ରସ୍ଥାନ କଲା ବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହାନୋଦବଙ୍କୁ ଭଟେିଲେ। ସେ ଯିହାନୋଦବଙ୍କୁ ସ୍ବାଗତ କରି ପଚାରିଲେ, ତୁମ୍ଭେ ମାରେ ବିଶ୍ବସ୍ତ ବନ୍ଧୁ କି? ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ବସ୍ତ?

ପ୍ରଥମ ବଂଶାବଳୀ 4:9

ୟାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲ। ତାଙ୍କର ମାତା କହିଲେ, ମୁଁ ତାହାର ନାମ ୟାବେଷ୍ ଦଇେଅଛି, କାରଣ ତାହାକୁ ଜନ୍ମ ଦବୋ ସମୟରେ ମାେତେ ଅତିଶଯ ୟନ୍ତ୍ରଣା ହାଇେଥିଲା।

ଏଜ୍ରା 7:6

ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।

ଯିରିମିୟ 8:8

ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।

ଯିରିମିୟ 35:2

ହେ ଯିରିମିୟ, ତୁମ୍ଭେ ରେଖବୀଯ ବଂଶ ନିକଟକୁ ୟାଇ ସମାନଙ୍କେୁ ନିମନ୍ତ୍ରଣ କରି ସଦାପ୍ରଭୁଙ୍କ ଗୃହର ଏକ କୋଠରୀକୁ ଆଣ ଓ ସମାନଙ୍କେୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।

ଯିରିମିୟ 35:19

ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ହକନ୍ତି, ଆମ୍ଭର ସବୋ ନିମନ୍ତେ ରେଖବର ପୁତ୍ର ଯିହାନୋଦବ୍ ବଂଶୀଯ ଲୋକ ଆମ୍ଭ ସମ୍ମୁଖ ରେ ସର୍ବଦା ଠିଆ ହବେ।

Interlinear

Choose Theme