Home Bibles ପ୍ରଥମ ବଂଶାବଳୀ 21:18 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 21:18 · ଓଡ଼ିଆ ବାଇବେଲ

ଏହାପରେ ସଦାପ୍ରଭୁଙ୍କର ଦୂତ ଗାଦଙ୍କୁ କଥା କହିଲେ। ସେ କହିଲେ, ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ କୁହ। ଦାଉଦକୁ ୟିବୂଷୀଯ ଅରଣନର ଶସ୍ଯଦଳିବା ସ୍ଥାନ ନିକଟରେ ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ପଡ଼ିବ।

Cross references

ଦିତୀୟ ଶାମୁୟେଲ 24:18

ସହେିଦିନ ଗାଦ ଦାଉଦଙ୍କ ନିକଟକକ୍ସ୍ଟ ୟାଇ ତାହାଙ୍କକ୍ସ୍ଟ କହିଲା, ୟାଅ, ୟିବୂଷୀଯ ଅରୌଣାର ଶସ୍ଯ ମର୍ଦ୍ଦନ ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କର।

ପ୍ରଥମ ବଂଶାବଳୀ 21:11

ଏହାପରେ ଗାଦ ଦାଉଦଙ୍କ ନିକଟକୁ ଗଲେ କହିଲେ, ସଦାପ୍ରଭୁ ଏହିପରି କହନ୍ତି, 'ଦାଉଦ, ତୁମ୍ଭେ କେଉଁ ଦଣ୍ଡ ରେ ଦଣ୍ଡିତ ହବୋକୁ ଇଚ୍ଛା କର, ତାହା ମନୋନୀତ କର : ତିନିବର୍ଷ ଦୁର୍ଭିକ୍ଷ ହବେ କିଅବା ତୁମ୍ଭର ଶତ୍ରୁଗଣ ତିନିମାସ ପର୍ୟ୍ଯନ୍ତ ତୁମ୍ଭ ପେଛ ପେଛ ଖଡ୍ଗ ଧରି ଗୋଡ଼ାଇବେ ଅଥବା, ସଦାପ୍ରଭୁଙ୍କଠାରୁ ତିନି ଦିନ ଦଣ୍ଡ ଭୋଗିବେ।

ପ୍ରଥମ ବଂଶାବଳୀ 21:15

ୟିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ବର ଜଣେ ସ୍ବର୍ଗଦୂତଙ୍କୁ ପ୍ ରରଣେ କଲେ। କିନ୍ତୁ ସ୍ବର୍ଗଦୂତ ଯେତବେେଳେ ୟିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ୟିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ୟ୍ଯ ସାଧନ କରୁଥିବା ସ୍ବର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, ବନ୍ଦ କର ! ୟଥେଷ୍ଟ ହେଲା ! ସହେି ସମୟରେ ସଦାପ୍ରଭୁଙ୍କ ଦୂତ ୟିବୂଷୀଯ ଅରଣନର ରେ ଛିଡ଼ା ହାଇେଥିଲେ।

ଦିତୀୟ ବଂଶାବଳୀ 3:1

ୟିରୁଶାଲମର ମାରେିଯା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ୟ୍ଯ ଆରମ୍ଭ କଲେ। ଏହି ମାରେିଯା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହାଇେଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସହେି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସହେି ସ୍ଥାନଟି ୟିବୂଷୀଯ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:26

ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଫିଲିପ୍ପଙ୍କୁ କହିଲେ, ପ୍ରସ୍ତୁତ ହୁଅ। ୟିରୁଶାଲମରୁ ମରୁଭୂମି ଦଇେ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସହେି ରାସ୍ତା ରେ ଯାଅ।

Interlinear

Choose Theme