ଇଶ୍ରାୟେଲ ମଧିଅରେ ବାସ କରୁଥିବା ସମସ୍ତ ବିଦେଶୀଯମାନଙ୍କୁ ଏକତ୍ର ଠୁଳ ହବୋ ନିମନ୍ତେ ଦାଉଦ ଆଦେଶ ଦେଲେ। ସହେି ବିଦେଶୀମାନଙ୍କ ମଧ୍ଯରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ବରଙ୍କ ମନ୍ଦିର ନିର୍ମାଣ ରେ ବ୍ଯବହୃତ ହବୋ ନିମନ୍ତେ ଉଦ୍ଦିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସମାନଙ୍କେର କାର୍ୟ୍ଯ ଥିଲା।
Cross references
ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ। ହୀରମ୍ ମଧ୍ଯ ଏରସ କାଠ, ବଢାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସମାନେେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।
ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ ପଥର କାଟିବା ପାଇଁ ସମାନଙ୍କେୁ ଆଦେଶ ଦେଲେ।
ସହେି ଗୃହର କାନ୍ଥ ନିର୍ମାଣ ରେ ବୃହତ୍ ପ୍ରସ୍ତରମାନ ବ୍ଯବହୃତ ହାଇେଥିଲା। ବ୍ଯବହୃତ ପ୍ରସ୍ତରଗୁଡିକ ଖଣି ରେ କଟାୟାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡି କିମ୍ବା କଟାଳି ଆଦି ଶଦ୍ଦ ଶୁଣା ଯାଉ ନ ଥିଲା।
ଏହିସବୁ ଅଟାଳିକାଗୁଡିକ ମୂଲ୍ଯବାନ୍ ପଥରସର ନିର୍ମିତସହଲା। ଏହିସବୁ ପଥରଗୁଡିକ ନିର୍ଦ୍ଧିଷ୍ଟ ଆକାର ଅନୁସାଲର କରତସର କଟାଗଲା।ସସଗୁଡିକର ଆଗପଛ କଟାଗଲା। ଏହି ପଥରଗୁଡିକ ମୂଳଦୁଆରୁ କାନ୍ଥର ଶୀର୍ଷାଂଶ ପର୍ୟ୍ଯନ୍ତ ବ୍ଯବହାରସହଲା। ପ୍ରାଙ୍ଗଣ ମଧ୍ଯ ବହୁମୂଲ୍ଯ ପ୍ରସ୍ତରସର ତିଆରିସହଲା।
ସେ ଦେଶ ରେ କବଳେ ଇଶ୍ରାୟେଲୀୟ ସନ୍ତାନ ନ ଥିଲେ। ଏପରିକି ଇ ମାରେୀଯ, ହିତ୍ତୀଯ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯ ଲୋକ ଅବଶିଷ୍ଟ ରହିଥିଲେ।
ସମାନେେ ମଧ୍ଯ ପ୍ରସ୍ତର କାରିଗର, ପ୍ରସ୍ତରକଟାଳିମାନଙ୍କୁ ଦେଲେ ଓ ମନ୍ଦିରର ପୁନଃନିର୍ମାଣି ନିମନ୍ତେ ଆବଶ୍ଯକୀଯ ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କାଠ, ଖୋଦିତ ପ୍ରସ୍ତର ଓ ଅନ୍ଯାନ୍ଯ ଦ୍ରବ୍ଯ କିଣିବା ରେ ସହେି ମୁଦ୍ରାକୁ ବ୍ଯବହାର କଲେ।
ସହେି ମୁଦ୍ରାକୁ ବଢଇେ, ରାଜମିସ୍ତ୍ରି ଓ ପ୍ରସ୍ତର ଖାଦେନକାରୀଙ୍କୁ ଦବୋ ରେ ବ୍ଯବହାର କରନ୍ତୁ। ପୁଣି ମନ୍ଦିର ପୁନଃନିର୍ମାଣ ରେ ବ୍ଯବହୃତ କାଠ ଓ ଖାଦେିତ ପଥର କିଣିବା ରେ ସହେି ମୁଦ୍ରାକୁ ବିନିୟୋଗ କରନ୍ତୁ।
ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ ରରଣେ କଲେ। ହୀରମ୍ ଆହୁରି ମଧ୍ଯ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼ଇମାନଙ୍କେୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସମାନଙ୍କେୁ ପଠାଇଲେ।
ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।
ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଚାହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦଇେ କାଠଭଳୋ ରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା'ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ୟିରୁଶାଲମକୁ ନଇୟିବେ।
ଏହାପରେ ଇଶ୍ରାୟେଲ ଦେଶ ରେ ରହୁଥିବା ପ୍ରେତ୍ୟକକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାୟାଇଥିଲା। ସମାନେେ ଦେଶ ରେ 1,53,600 ବିଦେଶୀଙ୍କୁ ପାଇଲେ।
ସଠାେରେ ହିତ୍ତୀଯ, ଇମାରେୀୟ, ପରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ବାସ କରୁଥିଲେ। ସମାନେେ ଇଶ୍ରାୟେଲୀୟ ନୁହଁନ୍ତି।
ସମାନେେ ପାରସ୍ଯର ରାଜା କୋରସର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧାରମାନଙ୍କୁ ମୁଦ୍ରା ଦେଲେ। ଏବଂ ଲିବାନୋନଠାରୁ ୟାଫୋସ୍ଥିତ ସମୁଦ୍ରତୀର ପର୍ୟ୍ଯନ୍ତ ଏରସ କାଠ ଆଣିବା ପାଇଁ ସୀଦୋନୀଯ ଓ ସୋରୀଯ ଲୋକମାନଙ୍କୁ ଖାଦ୍ୟ, ପାନୀଯ ଓ ତୈଳ ଦେଲେ।
ବିଦେଶୀଯମାନେ ତୁମ୍ଭ ମଷେପଲ ଚରାଇବା ପାଇଁ ଛିଡ଼ା ହବେେ ଓ ସମାନଙ୍କେର ସନ୍ତାନମାନେ ତୁମ୍ଭ ଶସ୍ଯକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ରେ କାର୍ୟ୍ଯ କରିବେ।
ମନରେଖ, ତୁମ୍ଭମାନେେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭମାନେେ ଇସ୍ରାଯଲରେ ନାଗରିକ ନ ଥିଲ। ତେଣୁ ପରମେଶ୍ବର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ୟୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହାଇେ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ।
ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।