Home Bibles ପ୍ରଥମ ବଂଶାବଳୀ 23:24 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 23:24 · ଓଡ଼ିଆ ବାଇବେଲ

ଏହିମାନେ ଲବେୀଙ୍କ ଗୋଷ୍ଠୀର ଥିଲେ। ସମାନେେ ସମାନଙ୍କେର ପରିବାର ଦ୍ବାରା ତାଲିକାଭୁକ୍ତ ହାଇେଥିଲେ। ସମାନେେ ପରିବାରର ମୁଖ୍ଯ ଥିଲେ। ପ୍ରେତ୍ୟକକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସମାନେେ କୋଡ଼ିଏ ବର୍ଷ ବା ତଦୁଦ୍ଧର୍‌ବ ବଯସର ଥିଲେ। ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କଲେ।

Cross references

ଗଣନା ପୁସ୍ତକ 1:2

ତୁମ୍ଭମାନେେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରେତ୍ୟକକ ପୁରୁଷ ଲୋକର ନାମ ତାଲିକା କର।

ଗଣନା ପୁସ୍ତକ 1:18

ମାଶାେ ଓ ହାରୋଣ ଦ୍ବିତୀୟ ମାସର ପ୍ରଥମ ଦିନ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କଲେ ଏବଂ ସମାନଙ୍କେର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଲେଖିଲେ।

ଗଣନା ପୁସ୍ତକ 1:22

ଶିମିୟୋନ ବଂଶର ସମାମେନଙ୍କର ପିତୃଗୃହ, ନାମ ଏବଂ ସଂଖ୍ଯା କୋଡିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ଯ ବିଭାଗ ରେ ଦାଖଲ ହବୋକୁ ଯୋଗ୍ଯ।

ଗଣନା ପୁସ୍ତକ 2:32

ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500

ଗଣନା ପୁସ୍ତକ 3:15

ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।

ଗଣନା ପୁସ୍ତକ 3:20

ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।

ଗଣନା ପୁସ୍ତକ 3:47

ପବିତ୍ରସ୍ଥାନର ଶକେଲ ଅନୁସାରେ ତୁମ୍ଭେ ମୁଣ୍ତ ପିଛା ପାଞ୍ଚ ଶକେଲ ନବେ। କୋଡିଏ ଗରୋ ରେ ଏକ ଶକେଲ।

ଗଣନା ପୁସ୍ତକ 4:3

ତିରିଶ ବର୍ଷଠାରୁ ପଚାଶ ବର୍ଷ ବଯସ୍କ ପର୍ୟ୍ଯନ୍ତ, ଯେଉଁମାନେ ସମାଗମ ତମ୍ବୁ ରେ କାର୍ୟ୍ଯ କରିବାକୁ ୟୋଗ୍ଯ ସମାନଙ୍କେୁ ଗଣନା କର।

ଗଣନା ପୁସ୍ତକ 4:34

ଅନନ୍ତର ମାଶାେ, ହାରୋଣ ଓ ଇଶ୍ରାୟେଲର ନେତାଗଣ କାହାତୀଯ ଲୋକମାନଙ୍କୁ ସମାନଙ୍କେର ପରିବାର ଓ ପିତୃଗୃହ ଅନୁସାରେ ଗଣନା କଲେ,

ଗଣନା ପୁସ୍ତକ 8:24

ଏହା ହେଉଛି ଲବେୀୟମାନଙ୍କ ବ୍ଯବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲବେୀୟମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ କରିବା ନିମନ୍ତେ ମନୋନୀତ ହବେେ।

ଗଣନା ପୁସ୍ତକ 10:17

ପବିତ୍ର ତମ୍ବୁ ତଳକୁ ନିଆଗଲା। ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ବହନ କରି ଅଗ୍ରସର ହେଲେ।

ଗଣନା ପୁସ୍ତକ 10:21

ତା'ପରେ କହାତୀଯଙ୍କ ପରିବାର ପବିତ୍ରସ୍ଥାନର ଭାର ବହନକରି ସହେି ପବିତ୍ର ତମ୍ବୁ ସ୍ଥାପନ କରିଥିଲେ। କହାତୀଯ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ପବିତ୍ର ତମ୍ବୁ ସ୍ଥାପନ କରିଥିଲେ।

ଗଣନା ପୁସ୍ତକ 18:5

ପୁଣି ଇଶ୍ରାୟେଲ ଲୋକମାନଙ୍କ ପ୍ରତି ଆମ୍ଭର କୋରଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭମାନେେ ପବିତ୍ରସ୍ଥାନର ଓ ୟଜ୍ଞବଦେୀର ସୁରକ୍ଷାର ଦାଯିତ୍ବ ନବେ।

ପ୍ରଥମ ବଂଶାବଳୀ 23:3

ଯେଉଁ ଲବେୀୟମାନେ 30 ବର୍ଷ ବଯସ୍କ ଓ ତଦୁଦ୍ଧର୍‌ବ ଥିଲେ, ଦାଉଦ ସମାନଙ୍କେୁ ଗଣନା କଲେ। ସମୁଦାଯ 38,000 ଲବେୀୟ ହେଲେ।

ପ୍ରଥମ ବଂଶାବଳୀ 23:27

ଇଶ୍ରାୟେଲୀୟମାନଙ୍କୁ ଦାଉଦଙ୍କର ଶଷେ ଆଦେଶ ଥିଲା ଲବେୀୟ ଗୋଷ୍ଠୀର ବଂଶଧରମାନଙ୍କୁ ଗଣିବାକୁ କହିବା। ଯେଉଁ ଲବେୀୟ ବ୍ଯକ୍ତି 20 ବର୍ଷ ବା ତଦୁଦ୍ଧର୍‌ବ ବଯସର ଥିଲେ, ସମାନେେ ସମାନଙ୍କେୁ ଗଣନା କଲେ।

ଦିତୀୟ ବଂଶାବଳୀ 31:17

ଯାଜକମାନଙ୍କୁ ସମାନଙ୍କେର ସଂଗୃହୀତ ବସ୍ତୁର ଅଂଶ ଦଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁୟାଯୀ ବଂଶ ଇତିହାସ ରେ ତାଲିକାଭୁକ୍ତ ହାଇେଛନ୍ତି, ତହିଁନୁୟାଯୀ କରାଯାଉଥିଲା। କୋଡ଼ିଏ ବଯସ୍କ ଓ ତଦୁଦ୍ଧର୍‌ବ ବଯସର ଲବେୀୟମାନେ ସମାନଙ୍କେର ସଂଗୃହୀତ ଅଂଶ ପାଉଥିଲେ। ଏହା ସମାନଙ୍କେର ଦାଯିତ୍ବ ଓ ସମାନଙ୍କେର ଦଳାନୁୟାଯୀ ନିରୂପଣ କରାଯାଉଥିଲା।

ଏଜ୍ରା 3:8

ଏହାପରେ ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ରେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ରେ ଶାଲଟୀଯଲରେ ପୁତ୍ର ସରୁଦ୍ଦାବିଲ, ୟୋଷାଦକର ପୁତ୍ର ଯଶୂେଯ ଓ ସମାନଙ୍କେର ଅବଶିଷ୍ଟ ଯାଜକ ଓ ଲବେୀୟ ଭାତୃଗଣ, ବନ୍ଦୀ ଦଶାରୁ ୟିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ୟ୍ଯ ରେ ତତ୍ତ୍ବାବଧାରଣ ନିମନ୍ତେ କୋଡିଏ ବର୍ଷ ଓ ତତୋଧିକ ବଯସ୍କ ଲବେୀୟମାନଙ୍କୁ ନିୟୁକ୍ତ କଲେ।

ନିହିମିୟା 7:1

ତେଣୁ ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ। ଏହାପରେ ଆମ୍ଭେ ସମସ୍ତ ଦ୍ବାର ରେ କବାଟ ଲଗାଇଲୁ। ଏହାପରେ, ମୁଁ ଦ୍ବାରପାଳ ଗାଯକ ଓ ଲବେୀୟମାନଙ୍କୁ ନିୟୁକ୍ତି କଲି।

Interlinear

Choose Theme