Home Bibles ପ୍ରଥମ ବଂଶାବଳୀ 24:1 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 24:1 · ଓଡ଼ିଆ ବାଇବେଲ

ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା : ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର।

Cross references

ଯାତ୍ରା ପୁସ୍ତକ 6:23

ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।

ଯାତ୍ରା ପୁସ୍ତକ 28:1

ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।

ଲେବୀୟ ପୁସ୍ତକ 10:1

ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।

ଗଣନା ପୁସ୍ତକ 3:2

ହାରୋଣଙ୍କର ଚାରିପୁତ୍ର ମଧିଅରେ ପ୍ରଥମଜାତ ନାଦବ, ତା'ପରେ ଆବୀହୂ, ଇଲିଯାସର ଓ ଇଥାମର।

ଗଣନା ପୁସ୍ତକ 3:4

ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।

ଗଣନା ପୁସ୍ତକ 26:60

ହାରୋଣଠାରୁ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର ଜନ୍ମ ହେଲେ।

ପ୍ରଥମ ବଂଶାବଳୀ 6:3

ଅମ୍ରାନ୍ଙ୍କର ସନ୍ତାନମାନେ ଥିଲେ ହାରୋଣ, ମାଶାେ ଓ ମରିଯମ୍।

ପ୍ରଥମ ବଂଶାବଳୀ 6:34

ଶାମୁଯଲେ ଇଲକାନାଙ୍କ ପୁତ୍ର ଥିଲେ। ଇଲ୍କାନା ୟିରୋହମ୍ଙ୍କ ପୁତ୍ର ଥିଲେ। ୟିରୋହମ୍ ଇଲୀଯେଲ୍ଙ୍କ ପୁତ୍ର ଥିଲେ। ଇଲୀଯେଲ୍ ତୋହଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 23:6

ଦାଉଦ ଲବେୀୟମାନଙ୍କୁ ତିନି ଗୋଟି ଦଳ ରେ ବିଭକ୍ତ କଲେ। ସମାନେେ ଲବେୀୟ ତିନିପୁତ୍ର ଗେର୍ଶୋନ, କହାତ୍ ଓ ମରାରିଙ୍କ ପରିବାରବର୍ଗର ଥିଲେ।

ଏଜ୍ରା 7:5

ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।

Interlinear

Choose Theme