Home Bibles ପ୍ରଥମ ବଂଶାବଳୀ 24:31 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 24:31 · ଓଡ଼ିଆ ବାଇବେଲ

ସମାନେେ ବିଶଷେ କର୍ମ କରିବା ନିମନ୍ତେ ମନୋନୀତ ହାଇେଥିଲେ। ସମାନେେ ସମାନଙ୍କେର ଆତ୍ମୀଯ, ଯାଜକମାନଙ୍କ ପରି ଗୁଳାବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସମାନେେ ରାଜା ଦାଉଦ, ସାଦୋକ, ଅହୀମଲକେ, ଯାଜକ ଏବଂ ଲବେୀୟ ବଂଶର ନେତାମାନଙ୍କ ସମ୍ମୁଖ ରେ ଗୁଳାବାଣ୍ଟ କଲେ। ଜେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତବେେଳେ କାର୍ୟ୍ଯ ସ୍ଥିର କରାଗଲା, ସେତବେେଳେ ସମାନଙ୍କେ ପ୍ରତି ସମାନ ବ୍ଯବହାର କରାଗଲା।

Cross references

ଗଣନା ପୁସ୍ତକ 26:56

ଉଭୟ େଛାଟ ଓ ବଡ ଗୋଷ୍ଠୀଗଣ ଲୋକସଂଖ୍ଯା ଅନୁସାରେ ଗୁଳାବାଣ୍ଟ କରି ସମାନଙ୍କେର ଭୂମି ନିର୍ଦ୍ଧାରଣ କରାୟିବା ଉଚିତ୍।

ପ୍ରଥମ ବଂଶାବଳୀ 24:5

ପ୍ରତି ପରିବାରରୁ ଲୋକମାନେ ମନୋନୀତ ହାଇେଥିଲେ। ସମାନେେ ଗୁଳିବାଣ୍ଟ ଦ୍ବାରା ମନୋନୀତ ହାଇେଥିଲେ। ପବିତ୍ର ସ୍ଥାନର ଦାଯିତ୍ବ ରେ ରହିବା ନିମନ୍ତେ କେତଜେଣ ବ୍ଯକ୍ତିଙ୍କୁ ମନୋନୀତ କରାୟାଇଥିଲା। ଆଉ ଅନ୍ୟ ଜଣେ ବ୍ଯକ୍ତିଙ୍କୁ ଯାଜକକର୍ମ ନିମନ୍ତେ ମନୋନୀତ କରାୟାଇଥିଲା। ଏହି ସମସ୍ତ ବ୍ଯକ୍ତିମାନେ ଇଲିଯାସର ଓ ଈଥାମରଙ୍କ ବଂଶରୁ ଆସିଥିଲେ।

ପ୍ରଥମ ବଂଶାବଳୀ 25:8

ସମାନେେ ଗୁଳାବାଣ୍ଟ ଦ୍ବାରା ପ୍ରେତ୍ୟକକ ବ୍ଯକ୍ତି ନିମନ୍ତେ ବିଭିନ୍ନ କାର୍ୟ୍ଯ ନିରୂପଣ କଲେ। ପ୍ରେତ୍ୟକକ ଲୋକ ପ୍ରତି ସମାନ ବ୍ଯବହାର କରାଗଲା। ୟୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ଯବହାରା କରାଗଲା। ଛାତ୍ର ପ୍ରତି ଯେ ପ୍ରକାର ବ୍ଯବହାର, ଶିକ୍ଷକ ପ୍ରତି ମଧ୍ଯ ସେ ପ୍ରକାର ବ୍ଯବହାର କରାଗଲା।

ପ୍ରଥମ ବଂଶାବଳୀ 26:13

ପ୍ରେତ୍ୟକକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ବାର ଦିଆୟାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ବାର ନିରୂପଣ କରିବା ନିମନ୍ତେ ଗୁଳାବାଣ୍ଟ କରାଯାଉଥିଲା। ୟୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ଯବହାର କରାଯାଉଥିଲା।

ଦିତୀୟ ବଂଶାବଳୀ 1:2

ଇଶ୍ରାୟେଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ 100 ସୈନ୍ଯ ବିଶିଷ୍ଟ ସୈନ୍ଯଦଳର ଦଳପତି ଓ ବିଚାରକର୍ତ୍ତା ଏବଂ ସମସ୍ତ ଇଶ୍ରାୟେଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ଯଙ୍କ ସହ କଥା ହେଲେ।

ଦିତୀୟ ବଂଶାବଳୀ 31:15

ସେ ଏଦନ୍, ମିନ୍ଯାମୀନ, ଯଶୂେଯ, ଶମଯିଯ, ଅମରିଯ ଓ ଶିଖନିଯ କୋରିଙ୍କୁ ସାହାୟ୍ଯ କରୁଥିଲେ। ସହେି ବ୍ଯକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ବସ୍ତ ଭାବରେ ସବୋକାର୍ୟ୍ଯ କରୁଥିଲେ। ସମାନେେ ସଂଗୃହୀତ ସାମଗ୍ରୀକୁ ସମାନଙ୍କେର ଆତ୍ମୀଯ ଯାଜକମାନଙ୍କୁ ଦେଲେ, ସମାନେେ ବୃଦ୍ଧ ହୁଅନ୍ତୁ ବା ତରୁଣ।

Interlinear

Choose Theme