Home Bibles ପ୍ରଥମ ବଂଶାବଳୀ 26:1 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 26:1 · ଓଡ଼ିଆ ବାଇବେଲ

ଦ୍ବାରପାଳମାନଙ୍କର ଦଳଗୁଡ଼ିକ :

Cross references

ଗଣନା ପୁସ୍ତକ 26:9

ଆଉ ଇଲୀଯାବର ତିନିପୁତ୍ର ଯଥା: ନମୂଯଲେ, ଦାଥନ୍ ଓ ଅବୀରାମ। କୋରହର ଦଳୀଯ ଲୋକମାନେ ଯେତବେେଳେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ବିବାଦ କଲେ, ସେତବେେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ୟାଇଥିଲେ।

ପ୍ରଥମ ବଂଶାବଳୀ 6:37

ସଫନିଯର ତହତ୍ଙ୍କ ପୁତ୍ର ଥିଲେ। ଅବୀଯାସଫ୍ କୋରହଙ୍କ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 9:14

ଲବେୀଙ୍କ ପରିବାରବର୍ଗର ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିଲେ : ହଶୂବ୍ଙ୍କ ପୁତ୍ର ଶମଯିଯ। ହଶୂଯ ଅସ୍ରୀକାମ୍ଙ୍କ ପୁତ୍ର ଥିଲେ। ଅସ୍ରୀକାମ୍ ହଶୂବ୍ଙ୍କ ପୁତ୍ର ଥିଲେ। ହଶବିଯ ମରାରିଙ୍କ ବଂଶଧର ଥିଲେ।

ପ୍ରଥମ ବଂଶାବଳୀ 9:17

ୟିରୁଶାଲମ୍ ରେ ଏହି ଦ୍ବାରପାଳକାନେ ବାସ କରୁଥିଲେ : ଶଲ୍ଲୁମ, ଅକ୍ଲ୍ବବ୍, ଟଲମାେନ୍, ଅହୀମାନ ଓ ସମାନଙ୍କେର ଆତ୍ମୀଯବର୍ଗ। ଶଲ୍ଲୁମ୍ ସମାନଙ୍କେର ମୁଖ୍ଯ ଥିଲେ।

ପ୍ରଥମ ବଂଶାବଳୀ 15:18

ସହେି ଲବେୀୟମାନଙ୍କର ଆଉ ଏକ ଦ୍ବିତୀୟ ଦଳ ମଧ୍ଯ ଥିଲେ। ସମାନେେ ଥିଲେ ଜିଖରିଯ, ବନେ, ୟାସୀଯଲେ, ଶମୀରାମାେତ, ୟିହୀଯଲେ, ଉନ୍ନିକି, ଇଲୀଯାବ, ବନାଯ, ମା ସଯେ, ମତ୍ତଥିଯ, ଇଲୀଫଲହେୁ, ମିକ୍ନଯେ, ଓବଦେ-ଇଦୋମ ଓ ୟିଯୁଯଲେ। ଏହିମାନେ ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 15:23

ନିଯମସିନ୍ଦୁକକୁ ଜଗିବା ନିମନ୍ତେ ମନୋନୀତ ହାଇେଥିବା ପକ୍ଷୀମାନଙ୍କ ମଧିଅରେ ଦୁଇଜଣ ଥିଲେ ବେଶଖିଯ ଓ ଇଲକାନା।

ପ୍ରଥମ ବଂଶାବଳୀ 23:5

4,000 ଲବେୀୟ ଦ୍ବାରପାଳ ହବେେ ଏବଂ 4,000 ଲବେୀୟ ବାଦ୍ଯକାର ହବେେ। ମୁଁ ସମାନଙ୍କେ ନିମନ୍ତେ ବିଶଷେ ବାଦ୍ଯୟନ୍ତ୍ରସବୁ ନିର୍ମାଣ କରିଅଛି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସହେି ବାଦ୍ଯୟନ୍ତ୍ରଗୁଡ଼ିକୁ ବ୍ଯବହାର କରିବେ।

ପ୍ରଥମ ବଂଶାବଳୀ 26:9

ମଶଲେିମିଯଙ୍କର ପୁତ୍ର ଓ ଆତ୍ମୀଯଗଣ ମହାପରାକ୍ରମୀ ଥିଲେ। ସମୁଦାଯ ଅଠର ଜଣ ପୁତ୍ର ଓ ଆତ୍ମୀଯ ଥିଲେ।

ଦିତୀୟ ବଂଶାବଳୀ 8:14

ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦଶାେବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଶଲୋମନ ଲବେୀୟମାନଙ୍କୁ ମଧ୍ଯ ସମାନଙ୍କେର ସବୋକାର୍ୟ୍ଯ ନିମନ୍ତେ ମନୋନୀତ କଲେ। ଲବେୀୟମାନଙ୍କର କାର୍ୟ୍ଯ ଥିଲା ପ୍ରଶଂସା ଗାନ ରେ ନତେୃତ୍ବ ଦବୋ ଓ ମନ୍ଦିରର ସବୋକାର୍ୟ୍ଯ ନିମନ୍ତେ ଦୈନନ୍ଦିନ ଯେଉଁ ବିଷଯମାନ କରାୟାଏ, ସେଥି ରେ ଯାଜକମାନଙ୍କୁ ସାହାୟ୍ଯ କରିବା। ଆଉ ଶଲୋମନ ଦ୍ବାର ନିକଟରେ ସବୋକାର୍ୟ୍ଯ କରିବା ନିମନ୍ତେ ଦ୍ବାରପାଳମାନଙ୍କୁ ସମାନଙ୍କେର ଦଳ ଅନୁୟାଯୀ ମନୋନୀତ କଲେ। ପରମେଶ୍ବରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦଶେ ଦଇେଥିଲେ।

ଦିତୀୟ ବଂଶାବଳୀ 23:19

ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିରର ଫାଟକ ନିକଟରେ ରକ୍ଷୀଗଣଙ୍କୁ ନିୟୁକ୍ତ କଲେ, ଯେପରି କୌଣସି ଅପରିଷ୍କୃତ ବ୍ଯକ୍ତି ମନ୍ଦିର ମଧିଅରେ ପ୍ରବେଶ କରିପାରିବ ନାହିଁ।

ଗୀତସଂହିତା 44:1

ହେ ପରମେଶ୍ବର, ଆମ୍ଭେ ତୁମ୍ଭ ବିଷଯରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୁର୍ବରେ ତୁମ୍ଭେ ୟାହାସବୁ କରିଥିଲ ତାହା ଆମ୍ଭମାନେେ ଶୁଣିଅଛୁ। ସମାନେେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।

ଗୀତସଂହିତା 49:1

ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,

ଯିହିଜିକଲ 44:11

ଲବେୀୟମାନେ ମାରେ ପବିତ୍ରସ୍ଥାନ ସବୋ କରିବା ପାଇଁ ବଚ୍ଛା ୟାଇଥିଲେ। ସମାନେେ ମନ୍ଦିରର ଫାଟକଗୁଡ଼ିକ ଜଗିଲେ। ସମାନେେ ମନ୍ଦିର ରେ ସବୋ କଲେ। ସମାନେେ ବଳିଦାନ ପାଇଁ ପଶୁଗୁଡ଼ିକ ମାରିଲେ ଏବଂ ଲୋକମାନଙ୍କ ପାଇଁ ହାମେପଳି କଲେ। ସମାନେେ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଏବଂ ସମାନଙ୍କେୁ ସବୋ କରିବା ପାଇଁ ବଛା ୟାଇଥିଲେ।

Interlinear

Choose Theme