Home Bibles ☰ Books ପ୍ରଥମ ବଂଶାବଳୀ 26:14 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 26:14 · ଓଡ଼ିଆ ବାଇବେଲ

ଶଲେିମିଯଙ୍କୁ ପୂର୍ବ ପାଶର୍‌ବର ଦ୍ବାର ଜଗିବା ନିମନ୍ତେ ମନୋନୀତ କରାୟାଇଥିଲା। ଏହାପରେ ଶଲେିମିଯଙ୍କ ପୁତ୍ର ଜିଖରିଯଙ୍କ ନିମନ୍ତେ ଗୁଳିବାଣ୍ଟ କରାଗଲା। ଜିଖରିଯ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଜିଖରିଯଙ୍କୁ ଉତ୍ତରପାଶର୍‌ବ ଦ୍ବାର ନିମନ୍ତେ ମନୋନୀତ କରାଗଲା।

Cross references

ପ୍ରଥମ ବଂଶାବଳୀ 9:21

ପବିତ୍ର ତମ୍ବୁର ପ୍ରବେଶ ଦ୍ବାର ରେ ଜିଖରିଯ ମଶଲେିମିଯଙ୍କ ପୁତ୍ର ଦ୍ବାରପାଳ ଥିଲେ।

ପ୍ରଥମ ବଂଶାବଳୀ 9:24

ଚାରିଗୋଟି ପାଶର୍‌ବ ରେ ଦ୍ବାରମାନ ଥିଲା : ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।

ପ୍ରଥମ ବଂଶାବଳୀ 26:9

ମଶଲେିମିଯଙ୍କର ପୁତ୍ର ଓ ଆତ୍ମୀଯଗଣ ମହାପରାକ୍ରମୀ ଥିଲେ। ସମୁଦାଯ ଅଠର ଜଣ ପୁତ୍ର ଓ ଆତ୍ମୀଯ ଥିଲେ।

ଦିତୀୟ ବଂଶାବଳୀ 31:14

ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନବୈେଦ୍ଯ ଦେଉଥିଲେ, କୋରି ତାହାର ଦାଯିତ୍ବ ରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାଯିତ୍ବ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ରୀକୃତ ହାଇେଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାଯିତ୍ବ ମଧ୍ଯ ତାଙ୍କର ଥିଲା। କୋରି ପୂର୍ବଦିଗ ରେ ଥିବା ଦ୍ବାରର ଦ୍ବାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲବେୀୟ ୟିମ୍ନା।

ଏଜ୍ରା 8:16

ତେଣୁ ମୁଁ ଇଲୀଯଷେର, ଅରୀଯଲେ, ଶମଯିଯ ଓ ଇଲ୍ନାଥନ ଓ ୟାରିବ୍ ଇଲ୍ନାଥନ ଓ ନାଥନ, ଜିଖରୀଯ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ଯ ୟୋଯାରୀବ ଓ ଇଲ୍ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।

Interlinear

Choose Theme