Home Bibles ପ୍ରଥମ ବଂଶାବଳୀ 26:24 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 26:24 · ଓଡ଼ିଆ ବାଇବେଲ

ନେତା ଶବୂଯଲେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଶବୂଯଲେ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମାଶାଙ୍କେ ପୁତ୍ର ଥିଲେ।

Cross references

ପ୍ରଥମ ବଂଶାବଳୀ 23:15

ମାଶାଙ୍କେ ପୁତ୍ରମାନେ ଥିଲେ ଗେର୍ଶୋନ ଓ ଇଲୀଯଷେର।

ପ୍ରଥମ ବଂଶାବଳୀ 23:16

ଗେର୍ଶୋନଙ୍କ ଜେଷ୍ଠ ପୁତ୍ର ଥିଲେ ଶବୂଯଲେ।

ପ୍ରଥମ ବଂଶାବଳୀ 23:17

ଇଲୀଯଷେରଙ୍କ ଜେଷ୍ଠ ପୁତ୍ର ଥିଲେ ରହବିଯ। ଇଲୀଯଷେରଙ୍କ ଆଉ କୌଣସି ପୁତ୍ର ସନ୍ତାନ ନ ଥିଲେ। କିନ୍ତୁ ରହବିଯଙ୍କର ଅନକେ ପୁତ୍ର ଥିଲେ।

ପ୍ରଥମ ବଂଶାବଳୀ 24:20

ଲବେୀଙ୍କ ଅବଶିଷ୍ଟ ବଂଶଧରଙ୍କ ନାମ ଏହା ଥିଲା : ଅମ୍ରାମଙ୍କ ବଂଶଧରମାନଙ୍କ ମଧ୍ଯରୁ : ଶୂଯଲେ ଶବୂଯଲଙ୍କେ ବଂଶଧରମାନଙ୍କ ମଧ୍ଯରୁ : ଯହଦେିଯ

Interlinear

Choose Theme