Home Bibles ପ୍ରଥମ ବଂଶାବଳୀ 26:27 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 26:27 · ଓଡ଼ିଆ ବାଇବେଲ

ୟୁଦ୍ଧରୁ ପ୍ରାପ୍ତ କେତକେ ବସ୍ତୁ ସମାନେେ ପ୍ରଦାନ କଲେ। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ରେ ବ୍ଯବହୃତ ହବୋ ନିମନ୍ତେ ସମାନେେ ସହେିସବୁ ବସ୍ତୁ ପ୍ରଦାନ କଲେ।

Cross references

ଯିହୋଶୂୟ 6:19

ସମସ୍ତ ରୂପା, ସକ୍ସ୍ଟନା, ସମସ୍ତ ପିତ୍ତଳ ଓ ଲକ୍ସ୍ଟହାର ପାତ୍ର ଓ କରଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରାୟିବ ଓ ଏହା ସଦାପ୍ରଭୁଙ୍କ ଭଣ୍ତାରକକ୍ସ୍ଟ ଗ୍ଭଲିୟିବ।

ଦିତୀୟ ଶାମୁୟେଲ 8:11

ଦାଉଦ ସେସବୁ ଦ୍ରବ୍ଯକକ୍ସ୍ଟ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସଗେୁଡିକୁ ଅର୍ପଣ କଲେ। ସେ ସଗେୁଡିକୁ ଅନ୍ୟ ସକ୍ସ୍ଟନା ରୂପାର ଦ୍ରବ୍ଯ ପାଖ ରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସଗେୁଡିକୁ ଯେଉଁ ଦେଶକକ୍ସ୍ଟ ପରାସ୍ତ କରୁଥିଲେ, ସହେି ଦେଶରକ୍ସ୍ଟ ଦ୍ରବ୍ଯମାନ ଆଣକ୍ସ୍ଟଥିଲେ।

ଦିତୀୟ ରାଜାବଳୀ 12:14

ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରି ରେ ବ୍ଯଯ କରାଗଲା।

ପ୍ରଥମ ବଂଶାବଳୀ 18:11

ରାଜା ଦାଉଦ ସହେିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମାୟୋବ ଓ ଅେମ୍ମାନୀୟ, ପଲେଷ୍ଟୀୟ ଓ ଅମାଲକେୀଯମାନଙ୍କଠାରୁ ଆଣିଥିବା ରୂପା ଓ ସୁନା ରେ ଠିକ୍ ସହେି ପ୍ରକାର ସାମଗ୍ରୀ ତିଆରି କଲେ।

ଦିତୀୟ ବଂଶାବଳୀ 5:1

ଏହାପରେ ଶଲୋମନଙ୍କ ଦ୍ବାରା ମନ୍ଦିର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରେତ୍ୟକକ ବିଷଯ ସେ ବ୍ଯବହାର କଲେ। ପ୍ରେତ୍ୟକକ ଆସବାବପତ୍ର ଏବଂ ରୂପା ଓ ସୁନା ରେ ନିର୍ମିତ ପ୍ରେତ୍ୟକକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ବରଙ୍କ ମନ୍ଦିରର ଭଣ୍ଡାର ଗୃହ ରେ ରଖିଲେ।

ନିହିମିୟା 10:32

ଆମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ସବୋକାର୍ୟ୍ଯ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀଯାଂଶ ଶକେଲ ରୂପା ପ୍ରତିବର୍ଷ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ପାଇଁ ଦବେୁ।

Interlinear

Choose Theme