ୟିରିଯର ଆତ୍ମୀଯମାନେ ଦକ୍ଷ ଲୋକ ଥିଲେ ସମାନଙ୍କେ ମଧ୍ଯରୁ 2,700 ଜଣ ପରିବାରର ମୁଖ୍ଯ ଥିଲେ। ରାଜା ଦାଉଦ ସମାନଙ୍କେୁ ରୁବନେ ଓ ଗାଦ୍ ପରିବାରବର୍ଗମାନଙ୍କର ଓ ମନଃଶିଙ୍କର ଅର୍ଦ୍ଧକେ ପରିବାରବର୍ଗମାନଙ୍କୁ ପରମେଶ୍ବରଙ୍କ ସବୋ ପାଇଁ ଏବଂ ରାଜାଙ୍କ କାର୍ୟ୍ଯର ଦାଯିତ୍ବ ଦେଲେ।
Cross references
ତା'ପରେ ଯିହାଶୂେୟ ରୂବନେୀଯ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଓ ଗାଦୀଯ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଯିହାଶୂେୟ କହିଲେ,
ୟର୍ଦ୍ଦନ ନଦୀର ପୂର୍ବ ଦିଗରୁ ରୁବନ୍େ, ଗାଦ ଓ ମନଃଶିର ଅର୍ଦ୍ଧକେ ପରିବାରବର୍ଗର 1,20,000 ଲୋକ ଥିଲେ। ଏହି ଲୋକମାନଙ୍କ ନିକଟରେ ସବୁ ପ୍ରକାରର ଅସ୍ତ୍ରଶସ୍ତ୍ର ଥିଲା।
ଦାଉଦ ସମାନଙ୍କେୁ କହିଲେ, ତୁମ୍ଭମାନେେ ଲବେୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲବେୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ଯକ। ଏହାପରେ ମୁଁ ନିଯମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭମାନେେ ତାହାକୁ ସହେି ସ୍ଥାନକୁ ଆଣିବ।
ଏହିମାନେ ଲବେୀଙ୍କ ଗୋଷ୍ଠୀର ଥିଲେ। ସମାନେେ ସମାନଙ୍କେର ପରିବାର ଦ୍ବାରା ତାଲିକାଭୁକ୍ତ ହାଇେଥିଲେ। ସମାନେେ ପରିବାରର ମୁଖ୍ଯ ଥିଲେ। ପ୍ରେତ୍ୟକକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସମାନେେ କୋଡ଼ିଏ ବର୍ଷ ବା ତଦୁଦ୍ଧର୍ବ ବଯସର ଥିଲେ। ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କଲେ।
ସମାନେେ ବିଶଷେ କର୍ମ କରିବା ନିମନ୍ତେ ମନୋନୀତ ହାଇେଥିଲେ। ସମାନେେ ସମାନଙ୍କେର ଆତ୍ମୀଯ, ଯାଜକମାନଙ୍କ ପରି ଗୁଳାବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସମାନେେ ରାଜା ଦାଉଦ, ସାଦୋକ, ଅହୀମଲକେ, ଯାଜକ ଏବଂ ଲବେୀୟ ବଂଶର ନେତାମାନଙ୍କ ସମ୍ମୁଖ ରେ ଗୁଳାବାଣ୍ଟ କଲେ। ଜେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତବେେଳେ କାର୍ୟ୍ଯ ସ୍ଥିର କରାଗଲା, ସେତବେେଳେ ସମାନଙ୍କେ ପ୍ରତି ସମାନ ବ୍ଯବହାର କରାଗଲା।
ଅମରିଯ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସେ ତୁମ୍ଭମାନଙ୍କର ମାଲିକ ହବେେ। ଆଉ ରାଜାଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସବଦିଯ ତୁମ୍ଭମାନଙ୍କର ମାଲିକ ହବେେ। ସବଦିଯଙ୍କ ପିତାଙ୍କର ନାମ ଇଶ୍ମାଯଲେ ଅଟେ। ସବଦିଯ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ଯ, ଲବେୀୟମାନେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭମାନେେ ସମସ୍ତ କାର୍ୟ୍ଯ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସମାନଙ୍କେର ସହିତ ରହନ୍ତି।