Cross references
ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।
ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ୟାତ୍ରା କଲେ। ପ୍ରେତ୍ୟକକ ପୁତ୍ର ସମାନଙ୍କେର ପରିବାର ସହିତ ଗଲେ। ଇଶ୍ରାୟେଲଙ୍କର ପୁତ୍ରମାନେ ହେଲ:
ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହବେ, ସମାନଙ୍କେର ନାମ ଏହି;
ଏମାନେ ହେଉଛନ୍ତି ସହେି ଲୋକ ସମାଜ ମଧ୍ଯରୁ ବଛା ୟାଇଛନ୍ତି। ସମାନେେ ସମାନଙ୍କେର ପିତାଙ୍କର ପରିବାରବର୍ଗର ନେତା ଆଉ ଇଶ୍ରାଯଲର ବିଭାଗର ନେତା ଥିଲେ।
ଦାଉଦ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସହେି ନେତାଗଣଙ୍କୁ ୟିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ଯଦଳର ସନୋଧ୍ଯକ୍ଷଗଣ, ଅଧ୍ଯକ୍ଷଗଣ, ସନୋପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ୟ୍ଯକାରୀଗଣ, ରାଜାଙ୍କର ବିଶଷେ କର୍ମଚାରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ଯଗଣଙ୍କୁ ଡ଼ାକି ପଠାଇଲେ।