Home Bibles ପ୍ରଥମ ବଂଶାବଳୀ 27:26 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 27:26 · ଓଡ଼ିଆ ବାଇବେଲ

କଲୂବ୍ଙ୍କ ପୁତ୍ର ଇଷ୍ରି କ୍ଷତମାନଙ୍କେ ରେ କାର୍ୟ୍ଯ କରୁଥିବା ଲୋକମାନଙ୍କ ଦାଯିତ୍ବ ରେ ଥିଲେ।

Cross references

ଦିତୀୟ ବଂଶାବଳୀ 26:10

ଉଷିୟ ମରୁଭୂମି ମଧିଅରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ଯ, ସେ ଅନକେ କୂପ ଖାେଳିଲେ। ପାର୍ବତ୍ଯମଯ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ଯାଞ୍ଚଳ ଓ ଉତ୍ତମ ଶସ୍ଯ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କ ରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନବୋ ନିମନ୍ତେ ସେ ଲୋକମାନଙ୍କୁ ନିୟୁକ୍ତି କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।

ଉପଦେଶକ 5:9

ଏହିସବୁ ପଛ ରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ବାରା ରାଜା ମଧ୍ଯ ସବେିତ ହୁଅନ୍ତି।

Interlinear

Choose Theme