Home Bibles ☰ Books ପ୍ରଥମ ବଂଶାବଳୀ 28:18 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 28:18 · ଓଡ଼ିଆ ବାଇବେଲ

ସୁଗନ୍ଧିଧୂପର ୟଜ୍ଞବଦେୀ ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ଯକ ହବେ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ଯ ଶଲୋମନଙ୍କୁ ପରମେଶ୍ବରଙ୍କ ରଥ-ଦୟାସନ ସହିତ ନିଯମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ଯ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।

Cross references

ଯାତ୍ରା ପୁସ୍ତକ 25:18

ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।

ଯାତ୍ରା ପୁସ୍ତକ 25:20

ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

ଯାତ୍ରା ପୁସ୍ତକ 30:1

ଶୁଟୀମ୍ କାଠ ରେ ଏକ ବଦେୀ ନିର୍ମାଣ କର। ତୁମ୍ଭେ ଏହି ବଦେୀକୁ ଧୂପ ଜଳାଇବା ପାଇଁ ବ୍ଯବହାର କରିବା ଉଚିତ୍।

ପ୍ରଥମ ଶାମୁୟେଲ 4:4

ତା'ପରେ ସମାନେେ ଲୋକମାନଙ୍କୁ ଶୀଲୋକକ୍ସ୍ଟ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଆଣିଲେ। ସିନ୍ଦକ୍ସ୍ଟକର ଉପରେ କିରୂବ ଦୂତଗଣ ଥିଲେ। ସମାନେେ ପରମେଶ୍ବରଙ୍କ ସିଂହାସନ ପରି ଏଲିଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପୀନହସ୍ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ସଙ୍ଗେ ଆସିଲେ।

ପ୍ରଥମ ରାଜାବଳୀ 6:23

ବଢଇମାନେେ ଜିତ କାଠ ରେ ଦଶହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବ ଦୂତଗଣ ନିର୍ମାଣ କଲେ ଓ ସହେି ପକ୍ଷବିଶିଷ୍ଟ କିରୁବ ଦୂତ ଦୁଇଟିକୁ ସହେି ମହାପବିତ୍ର ସ୍ଥାନ ରେ ସ୍ଥାପନ କଲେ।

ପ୍ରଥମ ରାଜାବଳୀ 7:48

ଶଲଲାମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ବହତ ସାମଗ୍ରୀ ସୁବର୍ଣ୍ଣର ପାଇଲଲ। ଏଗୁଡିକ ସଦାପ୍ରଭୁଙ୍କ ମନ୍ଦିର ନିମିତ୍ତ ତିଆରିସହଲା।ସସଗୁଡିକ ଯଥା:

ଗୀତସଂହିତା 18:10

ସଦାପ୍ରଭୁ ସହେି ଆକାଶ ବକ୍ଷର ଉଚ୍ଚରେ କିରୂବଦୂତମାନଙ୍କ ସହିତ ଉଡ଼ିବାକୁ ଲାଗିଲେ। ସେ ବାଯୁର ଗତିରେ ଉଡ଼ିବାକୁ ଲାଗିଲେ।

ଗୀତସଂହିତା 68:17

ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।

ଗୀତସଂହିତା 80:1

ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।

ଗୀତସଂହିତା 99:1

ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।

ଯିହିଜିକଲ 1:15

ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରେତ୍ୟକକ ଜୀବିତ ପ୍ରାଣୀମାନଙ୍କର ଚାରି ମୁଖର ସହିତ, ପାଶର୍‌ବ ରେ ଗୋଟିଏ ଗୋଟିଏ ଚକ ଥିଲା।

ଯିହିଜିକଲ 10:2

ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।

ଏବ୍ରୀ 9:5

ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

Interlinear

Choose Theme