Home Bibles ପ୍ରଥମ ବଂଶାବଳୀ 3:14 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 3:14 · ଓଡ଼ିଆ ବାଇବେଲ

ମନଃଶିଙ୍କ ପୁତ୍ର ଥିଲେ ଆମାେନ୍। ଆମାେନ୍ଙ୍କ ପୁତ୍ର ଥିଲେ ଯୋଶିୟଯ।

Cross references

ଦିତୀୟ ରାଜାବଳୀ 21:18

ଅନନ୍ତର ମନଃଶି ମୃତ୍ଯୁବରଣ କଲେ ଓ ଆପଣା ପୂର୍ବପୁରୁଷ ଲୋକଙ୍କ ସହିତ ଆପଣା ଗୃହର ଉଦ୍ୟାନ ରେ, ଅର୍ଥାତ ଉଷର ଉଦ୍ୟାନ ରେ କବର ପ୍ରାପ୍ତ ହେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଆମାେନ୍ ରାଜା ହେଲେ।

ଦିତୀୟ ରାଜାବଳୀ 21:19

ଆମାେନ୍ ବାଇଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ଦୁଇ ବର୍ଷ ଶାସନ କଲେ। ତାଙ୍କର ମାତାଙ୍କ ନାମ ମଶୁଲ୍ଲମତ୍ ଓ ସେ ୟଟବା ନିବାସୀ ହାରୁଷଙ୍କ କନ୍ଯା ଥିଲେ।

ଦିତୀୟ ରାଜାବଳୀ 21:26

ଆମାେନ୍ ନିଜ ବଗିଗ୍ଭ ଉଷର ରେ କବର ନେଲେ ଓ ତାଙ୍କ ପଦ ରେ ତାଙ୍କର ପୁତ୍ର ଯୋଶିୟଯ ରାଜା ହେଲେ।

ଦିତୀୟ ରାଜାବଳୀ 23:30

ଏହାପରେ ଯୋଶିୟଯଙ୍କ ସବେକମାନେ ତାଙ୍କର ମୃତ ଶରୀରକୁ ଗୋଟିଏ ରଥରେ ମାଗିଦ୍ଦୋରୁ ୟିରୁଶାଲମକୁ ଆଣି ତାଙ୍କ ନିଜ କବରସ୍ଥାନ ରେ କବର ଦେଲେ।

ଦିତୀୟ ରାଜାବଳୀ 23:34

ତହୁଁ ଫାରୋ-ନଖୋ ଯୋଶିୟଯଙ୍କର ପୁତ୍ର ଇଲିଯାକୀମ୍ ୟିଏ ଯୋଶିୟଯଙ୍କର ସ୍ଥାନ ରେ ନୂଆ ରାଜା ପଦ ରେ ଘୋଷଣା କଲେ, ସେ ତାଙ୍କର ନାମ ଯିହାୟୋଦାରକୀମ୍ ରଖିଲା। କିନ୍ତୁ ଯିହାୟୋଦାରହସ୍ଙ୍କୁ ସେ ମିଶରକୁ ନଇଗେଲେ ଓ ସହେିଠା ରେ ତାଙ୍କର ମୃତ୍ଯୁ ହେଲା।

ଦିତୀୟ ରାଜାବଳୀ 24:17

ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।

ଦିତୀୟ ବଂଶାବଳୀ 33:20

ଏହାପରେ ମନଃଶି ମୃତ୍ଯୁଭୋଗ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ମନଃଶିଙ୍କୁ ତାଙ୍କର ନିଜ ରାଜଗୃହ ରେ କବର ଦେଲେ। ଅମାେନ୍ ମନଃଶିଙ୍କ ତାଙ୍କର ନିଜ ରାଜଗୃହ ରେ କବର ଦେଲେ। ଆମାେନ୍ ମନଃଶିଙ୍କ ସ୍ଥାନ ରେ ନୂତନରାଜା ହେଲେ। ଆମାେନ୍ ମନଃଶିଙ୍କ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 34:1

ଯୋଶିୟ ରାଜା ହବୋ ସମୟରେ ଆଠ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏକତିରିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେଥିଲେ।

ଦିତୀୟ ବଂଶାବଳୀ 36:1

ଯିହୁଦାର ଲୋକମାନେ ଯିହାୟୋଦାରହସ୍ଙ୍କୁ ୟିରୁଶାଲମ ରେ ନୂତନ ରାଜା ରୂପେ ମନୋନୀତ କଲେ। ୟିହୋଯାହସ୍ ଯୋଶିୟଯଙ୍କ ପୁତ୍ର ଥିଲେ।

ଦିତୀୟ ବଂଶାବଳୀ 36:5

ଯିହାୟୋକୀମ୍ ଯିହୁଦାର ନୂତନ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ଏଗାର ବର୍ଷ ପର୍ୟ୍ଯନ୍ତ ୟିରୁଶାଲମର ରାଜା ଥିଲେ। ଯିହାୟୋଦାରକୀମ୍ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।

ଦିତୀୟ ବଂଶାବଳୀ 36:11

ସିଦିକିଯ ଯିହୁଦାର ରାଜା ହବୋ ସମୟରେ ଏକୋଇଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ପର୍ୟ୍ଯନ୍ତ ରାଜା ହେଲେ।

ଯିରିମିୟ 22:11

ଯେ ହତେୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲମ୍ ଯେ ଆପଣା ପିତା ଯୋଶିୟର ପଦ ରେ ରାଜତ୍ବ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷଯ ରେ ସଦାପ୍ରଭୁ ଏହା କହନ୍ତି, ସେ ଆଉ ୟିରୁଶାଲମକୁ ଫରେିବ ନାହିଁ।

ଯିରିମିୟ 22:18

ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ୟିହୋଯାକୀମ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଯିହୁଦାର ଲୋକମାନେ, 'ହାୟ, ଆମ୍ଭର ଭାଇ ! ଅବା ହାୟ, ଆମ୍ଭ ଭଉଣୀ ବୋଲି ଡ଼ାକି ତାଙ୍କ ପାଇଁ ବିଳାପ କରିବେ ନାହିଁ।ହାୟ ପ୍ରଭୁ, ହାୟ ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁବିଳାପ କରିବେ ନାହିଁ।

ମାଥିଉଲିଖିତ ସୁସମାଚାର 1:10

ଜକିୟ ମନଃଶିଙ୍କ ବାପା।

Interlinear

Choose Theme