ଯିହାୟୋଦାରକୀମଙ୍କ ପୁତ୍ର ଥିଲେ ଯିହାୟୋଦାରଚୀନ୍, ତାଙ୍କର ପୁତ୍ର ଥିଲେ ସିଦିକିଯ।
Cross references
ଯିହାୟୋଦାରକୀମଙ୍କ ମୃତ୍ଯୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ କବର ନେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ରାଜ୍ଯ କଲେ।
ୟିହୋଯାଖୀନ୍ ଅଷ୍ଟାଦଶ ବର୍ଷ ବଯସ ରେ ରାଜ୍ଯ ଶାସନ ଆରମ୍ଭ କଲେ। ସେ ୟିରୁଶାଲମ୍ ରେ ମାତ୍ର ତିନି ମାସ ରାଜତ୍ବ କଲେ। ତାଙ୍କ ମାତାଙ୍କ ନାମ ନହୁଷ୍ଟା ଓ ସେ ୟିରୁଶାଲମ୍ ନିବାସୀ ଇଲ୍ନାଥନ୍ର କନ୍ଯା।
ପୁଣି ବାବିଲର ରାଜା ଯିହାୟୋଦାରଖୀନର ମାମୁଁ ମତ୍ତନିଯଙ୍କୁ ତାଙ୍କ ପଦ ରେ ରାଜା କଲେ ଓ ତାଙ୍କ ନାମ ବଦଳାଇ ସିଦିକିଯ ରଖିଲେ।
ଅନନ୍ତର ଯିହୁଦାର ରାଜା ୟହୋଯାଖୀନଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷର ଦ୍ବାଦଶ ମାସ ରେ, ମାସର ସପ୍ତବିଂଶ ଦିନ ରେ ବାବିଲ ରାଜା ଇବିଲମରୋଦକ୍। ସେ ରାଜତ୍ବ ଆରମ୍ଭ କରିବା ବର୍ଷ ରେ ବନ୍ଦୀରୁ ଯିହୁଦାର ରାଜା ୟିହୋଯାଖୀନ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ବପୂର୍ଣ୍ଣ ସ୍ଥାନ ରେ ବସିବାକୁ ଦେଲେ। ତାହା ବବେିଲୋନ ରେ ତାଙ୍କ ସହିତ ଏପରି ଥିଲା।
ଯୋଶିୟଯଙ୍କ ପୁତ୍ରମାନଙ୍କର ତାଲିକା ଏହି : ପ୍ରଥମ ପୁତ୍ର ୟୋହାନନ୍, ଦ୍ବିତୀୟ ପୁତ୍ର, ଯିହାୟୋଦାରକୀମ୍, ତୃତୀୟ ପୁତ୍ର ସିଦିକିଯ, ଚତୁର୍ଥ ପୁତ୍ର ଶଲ୍ଲୁମ୍।
ୟିହୋଯାଖୀନ୍ ଯିହୁଦାର ରାଜା ହବୋ ସମଯେ ରେ ଅଠର ବର୍ଷ ବଯସ ହାଇେଥିଲେ। ସେ ୟିରୁଶାଲମ ରେ ତିନିମାସ ଓ ଦଶ ଦିନ ପର୍ୟ୍ଯନ୍ତ ରାଜା ହାଇେଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
ସଦାପ୍ରଭୁ, ସୋମନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ବର, ତାଙ୍କର ଲୋକମାନଙ୍କୁ ଚତାବେନୀ ଦବୋ ନିମନ୍ତେ ଦୂତମାନଙ୍କୁ ବାରମ୍ବାର ପଠାଇଲେ। ସଦାପ୍ରଭୁ ତାଙ୍କର ମନ୍ଦିର ଓ ଏହି ଲୋକମାନଙ୍କ ନିମନ୍ତେ ଦୁଃଖ ଅନୁଭବ କରିବାରୁ ଏହି ପ୍ରକାର କଲେ।
ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହାୟୋକୀମର ପୁତ୍ର ଯିହାୟୋଦାରକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମାହେର ତୁଲ୍ଯ ହେଲେ ହେଁ ଆମ୍ଭେ ତୁମ୍ଭକୁ ସଠାରୁେ କାଢ଼ି ପକାଇବା।
କନିଯ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ଯ ଯାହା ବାହା ରେ ନିକ୍ଷିପ୍ତ ହବୋ ଯୋଗ୍ଯ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହାଇେ ଅଜ୍ଞାତ ଦେଶ ରେ ନିକ୍ଷିପ୍ତ ହେଲେ ?
ଯୋଶିୟୟ, ୟିକନିୟ ଓ ତାହାଙ୍କ ଭାଇମାନଙ୍କ ବାପା। (ଏହା ଇଶ୍ରା ଯେଲ