Cross references
ସହେିସବୁ ପକ୍ସ୍ଟତ୍ର ଯେଉଁମାନେ ୟିରକ୍ସ୍ଟଶାଲମ ରେ ଦାଉଦଙ୍କ ଔରସରକ୍ସ୍ଟ ଜନ୍ମ ହେଲେ। ସମାନେେ ହେଲେ, ସମ୍ମୂଯ, ଶୋବବ୍, ନାଥନ୍ ଓ ଶଲୋମନ୍।
ରାଜା ଦାଉଦ ଭବିଷ୍ଯଦ୍ବକ୍ତା ନାଥନଙ୍କକ୍ସ୍ଟ କହିଲେ, ଦେଖ ମୁ ଏବେ ଏରସ ନିର୍ମିତ କାଠ ଘ ରେ ବାସ କରୁଅଛି କିନ୍ତୁ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ସହେି ତମ୍ବୁ ତଳେ ରହି ଅଛି। ଆମ୍ଭମାନେେ ପବିତ୍ର ସିନ୍ଦକ୍ସ୍ଟକ ପାଇଁ ଏକ ସକ୍ସ୍ଟନ୍ଦର ପ୍ରସାଦ ତିଆରି କରିବା କଥା।
ତେଣୁ ଦାଉଦ ତାଙ୍କର କର୍ମଗ୍ଭରୀମାନଙ୍କୁ ପଠାଇ ସହେି ସ୍ତ୍ରୀ ବିଷଯ ରେ ବକ୍ସ୍ଟଝିଲେ। ସେ ଜାଣିବାକକ୍ସ୍ଟ ପାଇଲେ ଯେ, ସେ ହେଉଛନ୍ତି ଇଲିଯାମର ଝିଅ ହିତ୍ତୀଯ ଊରିଯର ସ୍ତ୍ରୀ, ବତ୍ଶବୋ।
ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।
ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।
ୟିରୁଶାଲମ ରେ ଜନ୍ମ ହାଇେଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି : ଶମ୍ମଯ, ଶୋବବ, ନାଥନ, ଶଲୋମନ,
ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।
ଓବଦେ ୟିଶୟଙ୍କ ବାପା।
ଏଲିଯାକୀମ ମଲାହଙ୍କ ପୁତ୍ର।